କରୋନା ଭାଇରସ୍‌

ଆଜି ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ …

ନୂଆଦିଲ୍ଲୀ, ୬।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିବା ପରେ ପୁଣି ବଢ଼ିଛି। ଏହା ହଜାରେ ୮୬ରେ...

ସଂଘାଇରେ କରୋନା ପ୍ରକୋପ

ବେଜିଂ,୫।୪: ଦିନକୁ ଦିନ ଚାଇନାରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନାର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ବର୍ତ୍ତମାନ ହଜାର ହଜାର ସଂଖ୍ୟାରେ ଦୈନିକ ସଂକ୍ରମଣ ଚିହ୍ନଟ ହେଉଛନ୍ତି। ପରିସ୍ଥିତି ଏଭଳି ହୋଇଛି ଯେ, ନା ରୋଗୀଙ୍କ ପାଇଁ ହସ୍ପିଟାଲରେ ଶଯ୍ୟା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୮ ହଜାର ୩୨୨ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

କରୋନା ସଙ୍କଟରେ ନିପା ଭାଇରସ୍‌ ଆତଙ୍କ ଘନେଇଲା…

ନୂଆଦିଲ୍ଲୀ, ୪।୪ : କରୋନା ମହାମାରୀରୁ ମୁକ୍ତି ପାଇବାକୁ ଚେଷ୍ଟା ଜାରି ରହିଛି। ଏପରିସ୍ଥଳେ ଦେଶରେ ଆଗାମୀ ଦିନରେ ନିପା ଭାଇରସ ଏକ ବଡ଼ ବିପଦ ସୃଷ୍ଟି କରିବାର ଆଶଙ୍କ ଘନେଇବାରେ ଲାଗିଛି। ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ...

ଦୈନିକ ସଂକ୍ରମଣ ହଜାରେ ତଳେ-ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିଛି। ଏହା ୯୧୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା...

ମାସ୍କ ସମ୍ପୂର୍ଣ୍ଣ ହଟାଇବା ଉଚିତ ନୁହେଁ: ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୪।୪(ବ୍ୟୁରୋ): ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’ ଅଧିକ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଏହା ଓମିକ୍ରନର ସବ୍‌ ଭାରିଆଣ୍ଟ ଓ ଅତି ଶୀଘ୍ର ବ୍ୟାପିବାର ସମ୍ଭାବନା ରହିଛି। କିନ୍ତୁ ଡେଲ୍‌ଟା ପରି ଏହା ଏତେ ମାରାତ୍ମକ...

ଚାଇନାରେ ବେକାବୁ ହେଲାଣି କରୋନା, ସାଂଘାଇରେ ଗୋଟିଏ ଦିନରେ ୯୦୦୬ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୪ ।୪: କରୋନା ମହାମାରୀର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣିଥରେ ଏହି ମହାମାରୀ ମୁଣ୍ଡ ଟେକିଲାଣି । ଗୋଟିଏ ଦିନରେ ହଜାର ହଜାର ସଂଖ୍ୟାରେ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଫଳରେ ଏବେ ଏହା ସାଧାରଣ ଜନତା ଓ ସରକାରଙ୍କ...

ଚାଇନାରେ କରୋନା ସଙ୍କଟ, ଛୋଟପିଲାଙ୍କ ଉପରେ ଅଧିକ ବିପଦ…

ବେଜିଂ, ୩।୪ : ପୁଣି ଥରେ ଚାଇନାରେ କରୋନା ସଂକ୍ରମଣର ଏକ ନୂଆ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଶାଙ୍ଘାଇ ସମେତ ଦେଶର ବହୁ ବଡ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୁହାଯାଉଛି ଯେ ଏହି ନୂଆ ଲହର...

ଆଜି ୩୬ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ରବିବାର ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୧ ରେ...

ଚାଇନାରେ କରୋନା ଅଣାୟତ୍ତ, ମାତାପିତାଙ୍କଠାରୁ ପିଲାଙ୍କୁ ଅଲଗା କରୁଛନ୍ତି ସରକାର…

ବେଜିଂ, ୨।୪ : ଚାଇନାକୁ ପୁଣି ୨ ବର୍ଷ ପରେ କରୋନା ଫେରିଛି। ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣ ବଢୁଥିବାରୁ ସରକାର ଦେଶର ବହୁ ସହରରେ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri