କରୋନା ଭାଇରସ୍‌

ଫେବୃୟାରୀ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ, ୨୭।୧: ଉତ୍ତରପ୍ରଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଫେବୃୟାରୀ ୧୫ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ରାଜ୍ୟର ସମସ୍ତ ସ୍କୁଲ କଲେଜକୁ...

ପୁଣି ଉପର ମୁହାଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୭।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିବା ପରେ ଏହା ପୁଣି ଉପର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୬ ହଜାର ୩୮୪ ଜଣ...

କାନାଡାରେ ଓମିକ୍ରନ୍ ସବ ଭାରିଏଣ୍ଟ ଦ୍ୱାରା ୫୧ ସଂକ୍ରମିତ

ଓଟାୱା,୨୭ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ସାରା ବିଶ୍ୱରେ ଦୃତ ଗତିରେ ମାଡି ଚାଲିଛି । ଏବେ ଏହା ଅନେକ ଦେଶରେ ପିକ୍‌ରେ ରହିଛି । ଇତିମଧ୍ୟରେ କାନାଡା ସ୍ଥାନୀୟ ମିଡିଆର ସୂଚନା ଅନୁଯାୟୀ, ସେଠାରେ ଓମିକ୍ରନର...

କରୋନା ବୁଷ୍ଟର ଡୋଜକୁ ନେଇ ବଦଳିପାରେ ନିୟମ

ନୂଆଦିଲ୍ଲୀ,୨୭ ।୧: କରୋନାର ବୁଷ୍ଟର ଡୋଜକୁ ନେଇ ସରକାର ନିୟମରେ କିଛି ପରିବର୍ତ୍ତନ କରିପାରନ୍ତି । ଦେଶରେ ଓମିକ୍ରନ୍ ସଂକ୍ରମଣ ବୃଦ୍ଧିକୁ ଦେଖି ବୁଷ୍ଟର ଡୋଜ ଟିକାକରଣ ଆରମ୍ଭ କରାଯାଇଥିଲା । ହେଲେ ଏବେ ଏହା ମନ୍ଥର ଗତିରେ ଚାଲିଛି...

‘କରୋନାର କେବେ ଅନ୍ତ ହେବ ନାହିଁ ’

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,କରୋନାର କେବେ ବି ଅନ୍ତ ହେବ ନାହିଁ । ଭାଇରସର ଗୋଟିଏ ପରେ...

ରାଜ୍ୟରୁ ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ...

୪ କୋଟି ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୬।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୫ ହଜାର ୯୧୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି...

ତୃତୀୟ ଲହରରେ ଅଧିକ ଗୁରୁତର ହେଉଛନ୍ତି ସ୍ନାୟୁ ରୋଗୀ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଓମିକ୍ରନରେ କୋଭିଡ୍‌ ସରିବନାହିଁ। ତୃତୀୟ ଲହର ପରେ ଚତୁର୍ଥ ଲହର ବି ଆସିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ମଙ୍ଗଳବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କରୋନା ସଚେତନତା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଶେଷଜ୍ଞ...

ଖସୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୫୮୯୧ ପଜିଟିଭ୍‌

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୮୯୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮୫୨ଜଣ ପିଲା ଅଛନ୍ତି। ୩୪୧୩ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୪୭୮ ଲୋକାଲ କେସ୍‌ ରହିଛି। ଏ...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ...

ଡରାଇଲାଣି ଓମିକ୍ରନର ସବ ଭାରିଏଣ୍ଟ: ଇନ୍ଦୋରରେ ୬ ଶିଶୁ ସମେତ ୧୨ ସଂକ୍ରମିତ

ଇନ୍ଦୋର,୨୫ ।୧: ଇନ୍ଦୋରରେ ଓମିକ୍ରନ୍ ସହ ଏହାର ସବ ଭାରିଏଣ୍ଟ ବିଏ.୧ ଓ ବିଏ.୨ ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ସହରରେ ଓମିକ୍ରନର ସବ ଭାରିଏଣ୍ଟ ବିଏ.୨ରେ ସଂକ୍ରମିତ ଥିବା ୧୨ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରେ...

ଆମେରିକା-ଫ୍ରାନ୍ସରେ କମୁଛି ଦୈନିକ ସଂକ୍ରମଣ

ୱାଶିଂଟନ/ବ୍ରୁସେଲ୍ସ,୨୫ ।୧: ସାରାବିଶ୍ୱରେ କରୋନାର ତାଣ୍ଡବ ଲାଗି ରହିଥିବା ବେଳେ ଏହାକୁ ହରାଇବା ଲାଗି ବିଭିନ୍ନ କଟକଣାମାନ ଲଗାଯାଉଛି । ବ୍ରୁସେଲ୍ସରେ କରୋନା ଓ ଏହାର ନୂଆ ଭାରିଏଣ୍ଟ ଓମିକ୍ରନଠାରୁ ଦୂରେଇ ରହିବାକୁ ବିଭିନ୍ନ ପ୍ରକାର କଟକଣା ଲଗାଯାଇଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri