Advertisement

ଅପରାଧ

ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…

ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…

ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି। ମନ୍ଦିର…

4 days ago
ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ ଜଣେ…

5 days ago
ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା।…

5 days ago
ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର…

5 days ago
ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ, ଏକ କଟରା ,କାତି,…

5 days ago
ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ କାମ…

5 days ago
ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ପାରଳାଖେମୁଣ୍ଡି,୨୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌. ଉଦୟଗିରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ତରୁଣ କୁମାର ସେଠୀ ପୃଥକ୍‌ ଦୁଇଟି ଚୋରି ମାମଲାର ଚୂଡ଼ାନ୍ତ ରାୟ…

5 days ago
୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା,୨୦ା୪: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୁଇ ନାବାଳକଙ୍କୁ ଦିଆଯାଇଥିବା ନିର୍ଯାତନା ସୀମା ଟପିଛି। ଦୁର୍ବୃତ୍ତମାନେ ଦୁଇ ନାବାଳକଙ୍କୁ…

5 days ago
ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା…

5 days ago
ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ…

5 days ago