ଅପରାଧ

ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି ଲୁଟ୍‌: ସୁନାରୂପା ଗହଣା ସହ ୧୮ ହଜାର ନେଇଗଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ

ଭଣ୍ଡାରିପୋଖରୀ,୨୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱ ବାରିକପୁର ବଜାର ରାସ୍ତାରେ ଜଣେ ବ୍ୟବସାୟୀଙ୍କଠାରୁ…

5 years ago

ଉଠାଣୀନୂଆଗାଁ ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ଟଙ୍କାର ନକଲି ମଦ, ସରଞ୍ଜାମ ସହ ଗଞ୍ଜେଇ ଜବତ

ବଡ଼ସାହି,୨୩।୧୦(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ…

5 years ago

ମାଓବାଦୀଙ୍କ ନାମରେ ଠିକାଦାରଙ୍କୁ ୨୫ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ: ନାରାୟଣପାଟଣାରୁ ୩ ନକଲି ମାଓବାଦୀ ଗିରଫ

କୋରାପୁଟ/ନାରାୟଣପାଟଣା,୨୨।୧୦(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରୁ ମଙ୍ଗଳବାର ୩ ଜଣ ନକଲି ମାଓବାଦୀଙ୍କୁ କରାଯାଇଛି। ନାରାୟଣପାଟଣା ଅଞ୍ଚଳରେ ବହୁ ଠିକାଦାରଙ୍କଠାରୁ ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ କରୁଥିବା…

5 years ago

ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ

ଯୋଡ଼ା,୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ ୨…

5 years ago

ଭିଜିଲାନ୍ସ ଜାଲରେ ଇଏସ୍‌ଆଇ ଡାକ୍ତରଖାନାର ମୁଖ୍ୟ କିରାଣୀ

ସୁନ୍ଦରଗଡ, ୨୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା କାଂଶବାହାଲସ୍ଥିତ ଇଏସ୍‌ଆଇ ହସ୍ପିଟାଲର ମୁଖ୍ୟ କିରାଣୀ ବିଷ୍ଣୁଚରଣ ମଲ୍ଲିକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଷ୍ଣୁଚରଣ ଡାକ୍ତରଖାନାର…

5 years ago

ପୁଅର ଶାବଳ ମାଡ଼ରେ ବାପା, ଭାଇବୋହୂ ଗୁରୁତର

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଧୂଷୁରୀ ଥାନା ଅସୁରାଳି ହଂସପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଶାବଳ ମାଡ଼ରେ ବାପା ଓ ଭାଇବୋହୂ ଗୁରୁତର…

5 years ago

ଅବସରପ୍ରାପ୍ତ ସୈନିକଙ୍କ ବାସଗୃହରୁ ଚୋରି: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଜଗନ୍ନାଥ ପ୍ରସାଦ,୨୧।୧୦ (ଡି.ଏନ୍‌. ଏ.) ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ପଞ୍ଚଭୂତି ଗ୍ରାମରେ ଶନିବାର ମଧ୍ୟରାତ୍ରିରେ ଅବସରପ୍ରାପ୍ତ ସୈନିକ ସୁଦର୍ଶନ ନାୟକଙ୍କ ଘରୁ ଚୋରି ହୋଇଥିବା…

5 years ago

୩ ନକଲି ମାଓବାଦୀ ଗିରଫ : ଦେଶୀ ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ ୩ ବର୍ଷ ଧରି ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ ଅଭିଯୋଗରେ ସୋମବାର କାକିରିଗୁମ୍ମା ପୋଲିସ ୩ ଜଣ ନକଲି ମାଓବାଦୀଙ୍କୁ ଗିରଫ…

5 years ago

ବନ କର୍ମଚାରୀଙ୍କୁ ଆକ୍ରମଣ: ୨ ମହିଳା କର୍ମଚାରୀ, ପାରାଷ୍ଟାଫ୍‌ ଆହତ

ଖୁଣ୍ଟୁଣି,୨୧।୧୦(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣି ବନାଞ୍ଚଳ ଅନ୍ତର୍ଗତ ମହାଲକ୍ଷ୍ମୀପୁର ଜଙ୍ଗଲରେ ଚୋରା କାଠ, କୋଇଲା ଧରିବାକୁ ଯାଇ ବନ କର୍ମଚାରୀମାନେ ମାଫିଆଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ଏ…

5 years ago

ଶ୍ରୀବନ୍ତପୁରରେ ଯୁବକଙ୍କୁ ହତ୍ୟା : ଦୁଇ ଅଭିଯୁକ୍ତ ଅଟକ

ରସୁଲପୁର,୨୧।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଶ୍ରୀବନ୍ତପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଅଚ୍ୟୁତ ସ୍ବାଇଁଙ୍କ ପୁଅ ଶ୍ୟାମସୁନ୍ଦର(୨୪)। ରବିବାର…

5 years ago