ଅପରାଧ

ଭୁବନେଶ୍ୱର ବିମାନ ବନ୍ଦରରୁ ୧୨ଲକ୍ଷ ଟଙ୍କାର ବିଦେଶୀ ସିଗାରେଟ ଜବତ, କୁଆଲାଲମ୍ପୁରରୁ ଚାଲାଣ ହେଉଥିଲା ପଶ୍ଚିମବଙ୍ଗ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିମାନରେ ବେଆଇନ ସୁନା ପରେ ଏବେ ବିଦେଶୀ ସିଗାରେଟ ଚାଲାଣ ଧରାପଡ଼ିଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍‌ଆଇ) ମଙ୍ଗଳବାର…

5 years ago

ମଦ ଜବତ, ୩ ଗିରଫ

ଆଠମଲ୍ଲିକ,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗତ ୨ଦିନ ମଧ୍ୟରେ ୩୧ ଲିଟର ଚୋରା ମହୁଲି ମଦ, ୨୦୦ କେଜି ପୋଚ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩…

5 years ago

ଅଟୋ ସହ ଶାଳକାଠ ଜବତ: ୨ ଗିରଫ

ବାଲିଗୁଡା/କ.ନୂଆଗାଁ,୧୫ା୧୦(ଡି.ଏନ୍‌.ଏ.)- ବାଲିଗୁଡା ବନଖଣ୍ଡ ଅଧୀନ କିରିକୁଟି ପଞ୍ଚାୟତ ୫୯ନଂ. ଜାତୀୟ ରାଜପଥ କ.ନୂଆଗାଁ ବନ ବିଭାଗ ତରଫରୁ ସୋମବାର ରାତ୍ରକାଳୀନ ପାଟ୍ରୋଲିଙ୍ଗ ଚାଲିଥିଲା। କିରିକୁଟି ଗ୍ରାମକୁ ଯାଉଥିବା…

5 years ago

ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ

କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ ପିଣ୍ଟୁ…

5 years ago

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ…

5 years ago

ମା’ବାପା ପୋଲିସ ଅଧିକାରୀ, ପୁଅ ନିଶା ବେପାରୀ

ପୁରୀ ଅଫିସ/ନିମାପଡ଼ା, ୧୪ା୧୦(ଡି.ଏନ୍‌.ଏ.): ମା’, ବାପା ଉଭୟ ପୋଲିସ ଅଧିକାରୀ। ମାତ୍ର ସେମାନଙ୍କର କଲେଜ ପଢୁଆ ପୁଅ ଜଣେ ନିଶା ବେପାରୀ। ବ୍ରାଉନସୁଗାର କାରବାର ଅଭିଯୋଗରେ ସୋମବାର…

5 years ago

ବିଜେପୁରରେ ବିଆର୍‌ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍‌ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ ମହଲାଙ୍କ…

5 years ago

ବିଭିନ୍ନ ଜୁଆ ଆଡ୍ଡାରେ ଚଢ଼ାଉ: ୫୦ ଜୁଆଡ଼ି ଗିରଫ,୨ ଲକ୍ଷରୁ ଊର୍ଦ୍ଧ୍ୱ ଜବତ

ବ୍ରହ୍ମପୁର ଅଫିସ,୧୪।୧୦: ବ୍ରହ୍ମପୁର ପୋଲିସ ରବିବାର ରାତିରେ ଜିଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢ଼ାଉକରି ୫୦ ଜୁଆଡ଼ିଙ୍କୁ ଗିରଫ କରିଛି। ଘଟଣାସ୍ଥଳରୁ ୨ଲକ୍ଷ ୧୦ହଜାର ୯ଶହ…

5 years ago

ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୪।୧୦: ଗଞ୍ଜାମ ଜିଲା ବଡ଼ବଜାରର ଝରଣାନଗରରେ ରବିବାର ରାତିରେ ୨ ଜଣ ଅପରାଧୀ ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ…

5 years ago

ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ ମାତ୍ର…

5 years ago