ଅପରାଧ

ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା ପାଇଁ…

5 years ago

ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ ହୋଇଛି।…

5 years ago

ଭଣ୍ଡାରିମାଲରେ ଡବଲ ମର୍ଡର ଘଟଣା: ଗାଁରେ ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ, ୪ ଅଟକ

ସମ୍ବଲପୁର/ପଡ଼ିଆବାହାଲ,୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତିରେ ଡବଲ ମର୍ଡର ଘଟିଛି। କେତେଜଣ ବ୍ୟକ୍ତି ୨ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ…

5 years ago

୨ଜଣଙ୍କୁ ହାଣିଦେଲେ

ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି…

5 years ago

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ…

5 years ago

ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨ ଜଣ…

5 years ago

ଅଢ଼େଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ବ୍ୟବସାୟୀ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୩।୯: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମଥର ପାଇଁ ବ୍ରାଉନସୁଗାର ଚୋରା କାରବାର ସମ୍ପର୍କରେ ଖୁଲାସା ହୋଇଛି। ଟାଉନ ଥାନା ଅଧୀନ ଆମବାଡ଼ିରୁ ୨୫ ଗ୍ରାମରୁ ଅଧିକ ବ୍ରାଉନସୁଗାର…

5 years ago

ନର୍ସିଂହୋମ୍‌ରେ ପ୍ରସୂତିଙ୍କୁ ବଳାତ୍କାର ଉଦ୍ୟମ : ଫାର୍ମାସିଷ୍ଟ ଗିରଫ

ଭଦ୍ରକ ଅଫିସ,୨୩।୯: ଗାନ୍ଧୀ ପଡ଼ିଆସ୍ଥିତ ଏକ ନର୍ସିଂହୋମ୍‌ରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପ୍ରସୂତିଙ୍କୁ ଇଞ୍ଜେକ୍ସନ ଦେବା ବାହାନାରେ ଫାର୍ମାସିଷ୍ଟ…

5 years ago

ଟାଙ୍ଗିଆ ବେଣ୍ଟରେ ପିଟି ସ୍ତ୍ରୀଙ୍କୁ ହତ୍ୟା

ପାଟଣା,୨୩।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ୧୯ କି.ମି. ଦୂର ଡୁମୁରିଆ ପଞ୍ଚାୟତର ଉପାନ୍ତ ଅଞ୍ଚଳ ବଣମହୁଲଡିହା ମୁଣ୍ଡା ସାହିରେ ରବିବାର ସାରେ ଏକ ଅଭାବନୀୟ ଘଟଣା…

5 years ago

ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି। ତାଙ୍କ…

5 years ago