ଅପରାଧ

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା…

5 years ago

ବେଲପାହାଡ଼ ଆକ୍ସିସ୍‌ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ

ବେଲପାହାଡ଼,୪।୯(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ…

5 years ago

ଗୋଟିଏ ରାତିରେ ୩ଟି ଘରୁ ଲୁଟ୍‌

ପାଲଲହଡା,୩।୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ସଦର ମହାକୁମାସ୍ଥିତ ଉଦୟପୁର ଗ୍ରାମର ଦୁର୍ଯ୍ୟୋଧନ ଗଡନାୟକ, ଚିନ୍ମୟ କୁମାର ସାହୁ ଏବଂ ଗୁରୁଚରଣ ବେହେରାଙ୍କ ଘରୁ ସୋମବାର ରାତିରେ ଲୁଟ୍‌…

5 years ago

ପେଟାଗୁଡ଼ା ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜି.ଉଦୟଗିରି,୩ା୯(ଡି.ଏନ.ଏ.)- ଜି.ଉଦୟଗିରି ପୋଲିସ ମଙ୍ଗଳବାର ଜି.ଉଦୟଗିରିଠାରୁ ୩ କିମି ଦୂର ଲାଣ୍ଡା ନିକଟସ୍ଥ ପେଟାଗୁଡ଼ା ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତ ମହିଳା…

5 years ago

ସନ୍ଦେହ ଜନକ ମୃତ୍ୟୁ: ଥାନାରେ ମାମଲା

ଧାମନଗର ୩।୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ସରପୁର ଗ୍ରାମରେ ନିରଞ୍ଜନ ପତିଙ୍କର ୫୩ ବର୍ଷ ବୟସରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି…

5 years ago

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି…

5 years ago

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ…

5 years ago

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା କରଛି।…

5 years ago

କୁଖ୍ୟାତ ଅପରାଧୀ ମୁସିମ ଏନ୍‌କାଉଣ୍ଟରରେ ଆହତ

ସମ୍ବଲପୁର ଅଫିସ୍‌,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି।…

5 years ago

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି ହତ୍ୟା…

5 years ago