ଅପରାଧ

ଟ୍ରେନରୁ ଧରାପଡ଼ିଲେ ୨ ନାବାଳକ ଲୁଟେରା

ବାଲେଶ୍ୱର ଅଫିସ, ୧।୭-ଏକ ନାବାଳକ ଲୁଟେରା ଗ୍ୟାଙ୍ଗ ଦ୍ୱାରା ଚଳନ୍ତା ରେଳଗାଡ଼ିରୁ ମୋଇବାଲ ଫୋନ୍‌ ଚୋରି ଘଟଣା ପଦାକୁ ଆସିଛି। ଏହି ସୂଚନାକୁ ଆଧାର କରି ରେଲବାଇ…

5 years ago

ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ସ୍ବାମୀ

ଧର୍ମଗଡ଼,୩୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା କପୁରମାଳ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଟାଙ୍ଗିଆରେ ହାଣି ସ୍ତ୍ରୀଙ୍କୁ ହତ୍ୟା କରିବାପରେ…

5 years ago

ରାସ୍ତାରୁ କଲେଜ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ସାଇଣ୍ଟିଫିକ୍‌ ଟିମ୍‌ର ଅନୁସନ୍ଧାନ

ଗଞ୍ଜାମ, ୩୦ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ବିରୁଳିଗଡ଼ ରାସ୍ତା ପଣସପଡ଼ିଆ ସାହୁକାର ପୋଖରୀ ନିକଟରେ ଏକ ମୃତଦେହ ପଡ଼ିଥିବା ଦେଖି ଲୋକେ ପୋଲିସକୁ…

5 years ago

ନେହରୁବଙ୍ଗଳା ଅଞ୍ଚଳରୁ ଦୁଇଟି ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ପାରାଦୀପ, ୩୦ା୬(ସ୍ବ.ପ୍ର.) : ପାରାଦୀପସ୍ଥିତ ନେହରୁ ବଙ୍ଗଳା ଅଞ୍ଚଳରୁ ରବିବାର ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପରିଚୟ ମିଳିପାରି ନାହିଁ। ମୃତକ ଦ୍ୱୟ…

5 years ago

ଖୋର୍ଦ୍ଧାରେ ଏସ୍‌ଟିଏଫ୍‌ର ଏନ୍‌କାଉଣ୍ଟର: ଆହତ ଅବସ୍ଥାରେ ଖସିଗଲେ ଅଭିଯୁକ୍ତ ସଞ୍ଜୟ; କାର୍‌, ରକ୍ତଭିଜା ଶାର୍ଟ ଜବତ, ଜଣେ ଗିରଫ

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଖୋର୍ଦ୍ଧା ଏଲ୍‌ଆଇସି ପଡ଼ିଆରେ ଶନିବାର ରାତିରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ସହ ଅପରାଧୀ ମୁହାଁମୁହଁି ହୋଇଛନ୍ତି। ଉଭୟ ପକ୍ଷରୁ ବହୁ ରାଉଣ୍ଡ୍‌ ଗୁଳି ବିନିମୟ…

5 years ago

ରଥଯାତ୍ରାକୁ ଆଉ ୪ଦିନ ବାକି: ଅଶାନ୍ତ ହେଲା ପୁରୀ ସହର; ତେଜରାତି ଦୋକାନୀଙ୍କୁ ଗୁଳିମାଡ଼

ପୁରୀ ଅଫିସ,୩୦ା୬: ରଥଯାତ୍ରାକୁ ଆଉ ମାତ୍ର ୪ଦିନ ବାକି ଥିବାବେଳେ ଅଶାନ୍ତ ହୋଇପଡ଼ିିଛି ପୁରୀ ସହର। ଗୋଟିଏ ପଟେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ପୋଲିସ…

5 years ago

ମା’କୁ କଟୁରୀରେ ହାଣି ହତ୍ୟା ଘଟଣା: ଅଭିଯୁକ୍ତ ପୁଅ, ବୋହୂ କୋର୍ଟ ଚାଲାଣ

ବରୀ/ଯାଜପୁର ଟାଉନ,୩୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.)- ମା’କୁ କଟୁରୀରେ ହାଣି ହତ୍ୟା ଘଟଣାରେ ଶନିବାର ପୋଲିସ ପାରାଦୀପରୁ ଅଭିଯୁକ୍ତ ପୁଅ ଓ ବୋହୂଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

5 years ago

ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍‌, ଜାଣିବା ପରେ ସଜ୍ଞାହୀନ ହେଲେ ବ୍ୟବସାୟୀଙ୍କ ସହଯୋଗୀ

ଢେଙ୍କିକୋଟ,୨୯।୬(ଡି.ଏନ୍‌.ଏ.): ଢେଙ୍କିକୋଠ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ ସାପ୍ତାହିକ ହାଟରୁ ଶନିବାର ପୂର୍ବାହ୍ନରେ ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ ହୋଇଛି। ବ୍ୟବସାୟୀ ମକରନ୍ଦ…

5 years ago

ରୂପ୍‌ସାରେ ଲୁଟେରା ସକ୍ରିୟ: ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ

ରୂପ୍‌ସା, ୨୮।୬(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସାସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଶୁକ୍ରବାର ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ…

5 years ago

କଲୁଙ୍ଗା ଲ୍ୟାମ୍ପରୁ ଲୁଟ, ବନ୍ଧୁକ ଦେଖାଇ ୩ ଲକ୍ଷ ୯୭ହଜାର ଲୁଟିନେଲେ ଦୁର୍ବୃତ୍ତ

ରାଉରକେଲା,୨୮।୬: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲ୍ୟାମ୍ପରୁ ଶୁକ୍ରବାର ଲୁଟ୍‌ ହୋଇଛି। ସକାଳ ସାଢ଼େ ୧୦ଟା ବେଳେ ଲ୍ୟାମ୍ପ ଖୋଲିବା ସମୟରେ ଅଜଣା ଦୁର୍ବୃତ୍ତ ପଶି…

5 years ago