ଅପରାଧ

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା…

5 years ago

ଉଦଳା ଜଳସେଚନ ବିଭାଗ ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଉଦଳା, ୨୫।୬(ଡି.ଏନ୍‌.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲା ଉଦଳା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ…

5 years ago

୧୭ ଗ୍ରାମ୍‌ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା ଅବକାରୀ ବିଭାଗ କର୍ମଚାରୀ ଗୁରୁଜଙ୍ଗ ଦେୱାନସାହି ଉପରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉକରି ୧୭ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ…

5 years ago

ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ…

5 years ago

୫ବର୍ଷର ଶିଶୁପୁତ୍ରଙ୍କୁ ହତ୍ୟା କଲେ ପିତା

ସୁନ୍ଦରଗଡ଼,୨୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲାର ବନ୍ଧମୁଣ୍ଡା ଥାନା ଆର୍‌ଏସ କଲୋନୀରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବାପା ନିଜ ୫ ବର୍ଷର ପୁଅଙ୍କୁ ଛୁରୀ…

5 years ago

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା…

5 years ago

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି…

5 years ago

ବାରକୋଟରୁ କଲରାପତରିଆ ବାଘ ଚମଡ଼ା ଜବତ ଘଟଣା: ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟରୁ କଲରାପତରିଆ ବାଘ ଚମଡ଼ା ର଼୍ୟାକେଟ୍‌ ଧରାପଡ଼ିବା ଘଟଣାରେ କ୍ରାଇମବ୍ରାଞ୍ଚ ୩ ଅଭିଯୁକ୍ତଙ୍କୁ ୫ଦିନ ରିମାଣ୍ଡରେ ନେଇଛି। ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌…

5 years ago

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା…

5 years ago

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର…

5 years ago