ଅପରାଧ

ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ବୋମାମାଡ଼ରୁ…

5 years ago

ବନ୍ଧୁକ କାରଖାନା ଠାବ: ତିଆରି ସାମଗ୍ରୀ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସ ପକ୍ଷରୁ ଶନିବାର ଶ୍ରାନିକେତା ପଞ୍ଚାୟତ ଗୁଞ୍ଜିଟି ଜଙ୍ଗଲରେ ଚଢ଼ାଉ କରାଯାଇ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି।…

5 years ago

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)।…

5 years ago

ପାରିବାରିକ କଳହର କରୁଣ ପରିଣତି: ୨ ଭଉଣୀଙ୍କ ଆତ୍ମହତ୍ୟା, ବାପା ଅଟକ

କବିସୂର୍ଯ୍ୟନଗର,୧୪।୬- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହ ଓ ବାପାଙ୍କ ମାଡଗାଳି ଅସହ୍ୟ ହେବାରୁ ୨ ଭଉଣୀ…

5 years ago

୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି ଜଣେ…

5 years ago

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସତ୍ୟାସତ୍ୟ ଜଣାପଡ଼ିବ

ଅତାବିରା,୧୪ା୬(ଡି.ଏନ୍‌.ଏ.) : ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ତଲିଟାମ୍ପରସରା ଗ୍ରାମର ଜଣେ ଯୁବକଙ୍କ ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ହେଲା ବଳରାମ ସେଟ୍‌(୧୮)।…

5 years ago

ହତ୍ୟା ଉଦ୍ୟମ ମାମଲା : ଜେଲ ଗଲେ ଅଭିଯୁକ୍ତ, ରକ୍ତଭିଜା ଛୁରି ଜବତ

ଦିଗପହଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ…

5 years ago

ଗ୍ରାମସଭାରେ ପୋଖରୀ ମାଛ ଧରା ଚାନ୍ଦାକୁ ନେଇ ଗଣ୍ଡଗୋଳ, ଜଣେ ମୃତ

ଛେଣ୍ଡିପଦା,୧୨।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତର ଗୋହିରାପଶି ଗ୍ରାମରେ ମଙ୍ଗଳବାର ରାତି ୯ଟା ସମୟରେ ଗ୍ରାମସଭା ଚାଲିଥିବା ବେଳେ ଅଘଟଣ ଘଟିଛି। ପୋଖରୀ ମାଛଧରାକୁ…

5 years ago

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ…

5 years ago

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ…

5 years ago