ଅପରାଧ

ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

5 years ago

ପାରିବାରିକ ବିବାଦକୁ ନେଇ ମାରପିଟ୍‌ : ଜଣେ କୋର୍ଟଚାଲାଣ

ଧର୍ମଶାଳା,୮ା୬(ଡି.ଏନ.ଏ.)- ପାରିବାରିକ ବିବାଦକୁ ନେଇ ମାରପିଟ୍‌ ଘଟଣାରେ ଧର୍ମଶାଳା ପୋଲିସ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସେକ୍‌ ରିକୁ। ପ୍ରକାଶ ଯେ, ପାରିବାରିକ ବିବାଦ…

5 years ago

ଶନି ମନ୍ଦିରରୁ ଚୋରି ଘଟଣା: ହୁଣ୍ଡି ସହ ୧ ହଜାର ଟଙ୍କା ଜବତ୨ ନାବାଳକ ଗଲେ ସୁଧାର ଗୃହ

ବଡବିଲ, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ନିକଟ ଶନି ମନ୍ଦିର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡି ଚୋରି ଘଟଣାରେ ଶୁକ୍ରବାର ପୋଲିସ ଦୁଇ ନାବାଳକଙ୍କୁ…

5 years ago

ଯୌତୁକ ପାଇଁ ବଧୁ ହତ୍ୟା ଅଭିଯୋଗ: ଶ୍ୱଶୁର ଗିରଫ, ସ୍ବାମୀ ଫେରାର; ଶେରଗଡ଼ ପୋଲିସର ତଦନ୍ତ ଆରମ୍ଭ

ଶେରଗଡ଼, ୮।୬(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆସାହି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଟଙ୍କା ଲାଗି ଜଣେ ବୋହୁଙ୍କୁ ଶ୍ୱଶୁର…

5 years ago

ଘରୋଇ ବସ୍‌ରୁ ଗଞ୍ଜେଇ ଜବତ: ଅଭିଯୁକ୍ତ ଯାତ୍ରୀ ଅଟକ

କୋରୁକୋଣ୍ଡା, ୮।୬(ଡି.ଏନ୍‌.ଏ): ମାଲକାନଗିରିରୁ ଜୟପୁର ଅଭିମୁଖେ ଯାଉଥିବା ଘରୋଇ ବସ୍‌(ଗୁପ୍ତା ଟ୍ରାଭେଲର୍ସ)ରୁ ଶନିବାର ସକାଳେ ଗଞ୍ଜେଇ ଜବତ ହୋଇଛି। ଜଣେ ଯୁବକ ଏକ ବ୍ୟାଗରେ ଗଞ୍ଜେଇ ନେଇ…

5 years ago

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି…

5 years ago

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍‌ରେ…

5 years ago

ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ…

5 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ।…

5 years ago

ଭିଜିଲାନ୍ସ ଜାଲରେ ଅମିନ

ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ…

5 years ago