ଅପରାଧ

ବିଷାକ୍ତ ଭୋଗ ଖାଇ ଏମ୍‌ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍‌ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ…

5 years ago

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ…

5 years ago

ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ ବ୍ୟକ୍ତି…

5 years ago

ବଡ଼ବିଲ ଥାନା ଅଞ୍ଚଳରୁ ମୋବାଇଲ ଚୋରି ଘଟଣା: ଅଭିଯୁକ୍ତ ଗିରଫ, ୩ ମୋବାଇଲ ଜବତ

ବଡ଼ବିଲ,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ…

5 years ago

ପାରିବାରିକ କଳହ: ସାନଭାଇ କଟୁରି ଚୋଟରେ ବଡ଼ଭାଇ ମୃତ

ନୟାଗଡ଼ ଅଫିସ,୫।୬: ପାରିବାରିକ କଳହକୁ କେନ୍ଦ୍ରକରି ସାନଭାଇ କଟୁରି ଚୋଟରେ ବଡ଼ଭାଇର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛିି ନୟାଗଡ଼ ଜିଲା ଶରଣକୁଳ ଥାନା…

5 years ago

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ ପକ୍ଷରୁ…

5 years ago

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ…

5 years ago

ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର…

5 years ago

ଟ୍ରେନ୍‌ରେ ଡକାୟତି ଯୋଜନା: ଗ୍ୟାଙ୍ଗର ୬ ଗିରଫ

ବ୍ରହ୍ମପୁର ଅଫିସ,୩ା୬ : ବ୍ରହ୍ମପୁର ରେଳବାଇ ପୋଲିସ ଶନିବାର ବିଳମ୍ବିତ ରାତିରେ ୪ ନମ୍ବର ପ୍ଲାଟଫର୍ମରୁ କୋଣାର୍କ ଏକ୍ସପ୍ରେସରେ ଡକାୟତି ଯୋଜନା କରୁଥିବା ଗ୍ୟାଙ୍ଗର ମାଷ୍ଟରମାଇଣ୍ଡଙ୍କ ସମେତ…

5 years ago

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ…

5 years ago