ଅପରାଧ

୧୨ ଚୋରା ବାଇକ ଜବତ: ୨ ଗିରଫ

କଟକ ରୋଡ଼, ୩୧।୫(ଡି.ଏନ୍‌.ଏ.): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରୁଥିବା ଏକ ଗ୍ୟାଙ୍ଗର ୨ ଅଭିଯୁକ୍ତଙ୍କୁ ବଡ଼ଗଡ଼ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ…

5 years ago

ଘରୁ ଚାଲିଥିଲା ଗଞ୍ଜେଇ ବେପାର: ସୋଲପଟା ଗ୍ରାମରେ ଯାଜପୁର ରୋଡ୍‌ ଅବକାରୀ ବିଭାଗର ଚଢ଼ାଉ; ୮୮ କେଜି ଗଞ୍ଜେଇ ସହ ମହିଳା ଗିରଫ

ଯାଜପୁର ରୋଡ୍‌,୩୧।୫(ନି.ପ୍ର.): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ରୋଡ୍‌ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ପାଣିକୋଇଲି ଥାନା ସୋଲପଟା ଗ୍ରାମରେ ଚଢ଼ାଉ…

5 years ago

ଲୁହାଛଡ ଚୋରି ଅଭିଯୋଗ: ଦୁଇ ଧରାପଡ଼ିଲେ

ହେମଗିର, ୩୦।୫ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଲଇକେରା ଗ୍ରାମର ଦୁଇଜଣ ଲୁହାଛଡ ଚୋରି ଅଭିଯୋଗରେ ପୋଲିସ ଦ୍ୱାରା ଧରାପଡ଼ିଛନ୍ତି। ସେମାନେ ହେଲେ ଲଇକେରା ଗ୍ରାମର…

5 years ago

ଅବକାରୀ ବିଭାଗ ପକ୍ଷରୁ ଚଢାଉ: ୩ ଗିରଫ

ବଇଣ୍ଡା,୩୦।୫(ଡି.ଏନ.ଏ.)-ଆଠମଲ୍ଲିକ ଅବକାରୀ ବିଭାଗ ଗୁରୁବାର ଠାକୁରଗଡ଼ ଥାନା ଗୋପିନାଥପୁର ଗ୍ରାମରେ ଚଢାଉ କରି ୪୦ ଲିଟର ଦେଶୀ ମଦ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ…

5 years ago

ଅବୈଧ ପ୍ରେମ ସମ୍ପର୍କକୁ ନେଇ ଶିକ୍ଷକଙ୍କୁ ହତ୍ୟା: ସ୍ତ୍ରୀ, ପ୍ରେମିକ ଓ ସହଯୋଗୀ ଗିରଫ

ମୁନିଗୁଡ଼ା,୩୦।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ଗ୍ରାମ ବଂଶଧରା ପୋଲ ତଳୁ ଗତ ୨୦ ତାରିଖରେ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ…

5 years ago

ଦୁର୍ଗମ ଅଞ୍ଚଳରେ ଚାଲିଥିଲା ମଦ ଭାଟି: ଅବକାରୀ ବିଭାଗର ଚଢ଼ାଉ, ଦୁଇ ଗିରଫ

ଦିଗପହଣ୍ଡି,୩୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବିଛାପାଟ ଗ୍ରାମ ନିକଟ ଦୁର୍ଗମ ଅଞ୍ଚଳରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ଗୁରୁବାର ଅବକାରୀ…

5 years ago

ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

5 years ago

୫ ନାବାଳକଙ୍କୁ ଧରିଲା ବଡ଼ ବଜାର ପୋଲିସ: ୩ ମୋବାଇଲ ଜବତ

ବ୍ରହ୍ମପୁର ଅଫିସ,୨୯।୫- ଚୋରି ଅଭିଯୋଗରେ ବଡବଜାର ପୋଲିସ ବୁଧବାର ୫ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଧରିଛି। ସେମାନଙ୍କ ନିକଟରୁ ୩ ମୋବାଇଲ, ୨ ବ୍ଲୁ ଟୁଥ୍‌…

5 years ago

ଭୁବନରେ ନକଲି ମଦ ତିଆରି କାରଖାନା ଠାବ: ବିପୁଳ ପରିମାଣର ସାମଗ୍ରୀ ଜବତ, ୪ ଅଭିଯୁକ୍ତ ଗିରଫ

ଭୁବନ, ୨୯।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ କରାଯାଇ ଭୁବନ…

5 years ago

ବଡନଦୀ ହିଡରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଆସିକା,୨୮।୫(ଡି.ଏନ୍‌.ଏ.)- ଆସିକା ସହର ଉପକଣ୍ଠ ମୁକୁନ୍ଦପୁର-ଆଲିପୁର ବଡନଦୀ ହିଡ ରାସ୍ତା କଡରୁ ମଙ୍ଗଳବାର ସନ୍ଧ୍ୟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପୋଲସରା ନିକଟସ୍ଥ…

5 years ago