Advertisement

ଅପରାଧ

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ…

7 days ago
ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ କରିଛି।…

7 days ago
ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନାତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ…

1 week ago
କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ…

1 week ago
ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ ଗୌଡ଼ପାଟଣା…

1 week ago
ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ

ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ

ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି…

1 week ago
ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ…

1 week ago
ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର…

1 week ago
କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରାକ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା

କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ। ହତ୍ୟାକାରୀ…

2 weeks ago
ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟାମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫…

2 weeks ago