Advertisement

ଅପରାଧ

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର…

7 months ago
୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ

ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା…

7 months ago
ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି…

7 months ago
ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍‌ କରାଇ ଦେବା ଲାଗି ଠିକାଦାରଙ୍କ…

7 months ago
ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ…

7 months ago
କଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣକଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ

କଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ଗୁରୁବାର ଜଣେ ଛାତ୍ରଙ୍କୁ ଅନ୍ୟ ଗୋଷ୍ଠୀର ୪ ଛାତ୍ର କ୍ଲାସରୁମ୍‌ରେ ସଂଘବଦ୍ଧ…

7 months ago
ହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ହତ୍ୟାକଲେ ୨ ଦୁର୍ବୃତ୍ତହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ହତ୍ୟାକଲେ ୨ ଦୁର୍ବୃତ୍ତ

ହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ହତ୍ୟାକଲେ ୨ ଦୁର୍ବୃତ୍ତ

ନୂଆଦିଲ୍ଲୀ,୩ା୧୦: ଦିଲ୍ଲୀର ଏକ ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଗୁରୁବାର ପୋଲିସ କହିଛି, କାଳିନ୍ଦୀକୁଞ୍ଜ ଥାନା ଅନ୍ତର୍ଗତ ଜୟତପୁରର ନିମା ହସ୍ପିଟାଲ ଭିତରେ ଜଣେ ଡାକ୍ତରଙ୍କୁ…

7 months ago
ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…

ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର ପଣ୍ଡା…

7 months ago
ଚୋରି କରିବାକୁ ଆସି ମହିଳାଙ୍କୁ ଗଣବଳାତ୍କାର, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସଚୋରି କରିବାକୁ ଆସି ମହିଳାଙ୍କୁ ଗଣବଳାତ୍କାର, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଚୋରି କରିବାକୁ ଆସି ମହିଳାଙ୍କୁ ଗଣବଳାତ୍କାର, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨ା୧୦: ରାଜଧାନୀରେ ଚୋରି ପରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରିଥିବା ୩ ଅଭିଯୁକ୍ତଙ୍କୁ ମୈତ୍ରୀ ବିହାର ଥାନା ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ରବିବାର ରାତିରେ ମୈତ୍ରୀ…

7 months ago
ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି।…

7 months ago