Advertisement

ଅପରାଧ

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟରଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ ଏନ୍‌କାଉଣ୍ଟର…

2 weeks ago
ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ…

2 weeks ago
ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର…

2 weeks ago
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି…

2 weeks ago
ଯୁବକଙ୍କୁ ନିର୍ମମ ହତ୍ୟା, ୨ ଅଟକଯୁବକଙ୍କୁ ନିର୍ମମ ହତ୍ୟା, ୨ ଅଟକ

ଯୁବକଙ୍କୁ ନିର୍ମମ ହତ୍ୟା, ୨ ଅଟକ

ବଲାଙ୍ଗୀର,୧୧ା୪(ସୁନୀଲ ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସରଗାଡ଼ ଗାଁରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣକ ହେଲେ…

2 weeks ago
ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି - ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ…

2 weeks ago
ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ନାବାଳିକା ଛାତ୍ରୀ ଅପହୃତ: ଘରୁ ବ୍ୟାଙ୍କ ଜମାଖାତା, ସାର୍ଟିଫିକେଟ୍‌ ସବୁ ଗାଏବ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀ…

2 weeks ago
ଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STFଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STF

ଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STF

ଟିଟିଲାଗଡ଼,୧୦ା୪(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବୈଷ୍ଣବଦେବୀ ମନ୍ଦିର ସମ୍ମୁଖରେ ଜାଲ୍‌ ନୋଟ୍‌ କାରବାର ଚାଲିଥିବା ବେଳେ ମାଡ଼ିବସିଛି ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)। ଏସ୍‌ଟିଏଫ୍‌ ଟିମ ଦ୍ୱାରା…

2 weeks ago
ଘରେ କେହି ନ ଥିବାବେଳେ କଳାକନା ବୁଲାଇଲେ ଚୋର, ଲୁଟିନେଲେ…ଘରେ କେହି ନ ଥିବାବେଳେ କଳାକନା ବୁଲାଇଲେ ଚୋର, ଲୁଟିନେଲେ…

ଘରେ କେହି ନ ଥିବାବେଳେ କଳାକନା ବୁଲାଇଲେ ଚୋର, ଲୁଟିନେଲେ…

ଅତାବିରା,୯ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମରେ ବୁଧବାର ଏକ ବଡ଼ଧରଣର ଚୋରି ହୋଇଥିବା ଖବର ମିଳିଛି। ଘଟଣାସ୍ଥଳରେ ଅତାବିରା ପୋଲିସ ପହଞ୍ଚି ଯାଞ୍ଚ…

2 weeks ago
ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ…

3 weeks ago