ଅପରାଧ

ସୀମା ଟପିଲା ଯୌତୁକ ନିର୍ଯାତନା: ବୋହୂକୁ ନିର୍ଧୂମ ପିଟିଲେ ଶାଶୁ-ଶ୍ୱଶୁର

ବାଲେଶ୍ୱର,୬ା୪(ବାଞ୍ଛାନିଧି ଦେ): ଅଧିକ ଯୌତୁକ ଦାବି କରି ବୋହୂକୁ ଶାଶୁଘର ଲୋକଙ୍କ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଶାଶୁଘର ଲୋକଙ୍କ ମାଡ଼ରେ ବୋହୂ ଗୁରୁତର ହୋଇ ବାଲିଆପାଳ…

9 months ago

ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ 

ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ  ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ…

9 months ago

ନାବାଳିକାଙ୍କୁ ଅପହରଣ ପରେ କରିଥିଲେ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ, ୫।୪(ରାକେଶ କୁମାର ରାଉତ)-ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ…

9 months ago

ଘରୁ ଡାକିଆଣି ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ଖୋର୍ଦ୍ଧା,୪ା୪(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଥାନା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ଜଟଣୀ ବିକାଶ ନଗରର ମାନସ ଦଳାଇ। ଗୁରୁବାର ବିଳମ୍ବିତ ରାତିରେ ଘରୁ…

9 months ago

ପ୍ରେମିକଙ୍କୁ ଅପହରଣ କରି ବନ୍ଧାହେଲେ ପ୍ରେମିକା, ୧୦ ଲକ୍ଷ ଟଙ୍କାର ବି ରଖିଥିଲେ ମୁଣ୍ଡ ଜାମିନ

ଭୁବନେଶ୍ୱର,୨ା୪: ରାଜଧାନୀ ଭୁବନେଶ୍ୱରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ସବୁବେଳେ ଖବର ଆସେ ପ୍ରେମିକାଙ୍କୁ ଅପହରଣ କରିନେଇଛନ୍ତି ପ୍ରେମିକ। ମାତ୍ର ଆଜିର ଘଟଣା ଟିକେ ନିଆରା।…

9 months ago

ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ ୧୨ଜଣ…

9 months ago

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ…

9 months ago

ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୨ା୪(ସୁନୀଲ କୁମାର ମହାନ୍ତି): ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ମଙ୍ଗଳବାର ରାତିରେ ଘଟିଛି ଏଭଳି…

9 months ago

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ…

9 months ago

ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଗ୍ରାହକ ସାଜି ରାଣୀ ମହୁମାଛିଙ୍କ ସମେତ ୫ ଜଣଙ୍କୁ ଧରିଲା ପୋଲିସ

ରାଉରକେଲା,୧ା୪: ସୁନ୍ଦରଗଡ଼ ଜିଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ମଙ୍ଗଳବାର ଏକ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଣୀ ମହୁମାଛିଙ୍କ ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର…

9 months ago