ଅପରାଧ

୭ କୋଟିର ସାଇବର ଠକେଇ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ବର୍ଷକ ମଧ୍ୟରେ ସାଇବର ଲୁଟେରା ପ୍ରାୟ ୭ କୋଟି ଟଙ୍କା ଲୁଟିଛନ୍ତି। ୬ କୋଟି ୭୯ ଲକ୍ଷ ୮୫ ହଜାର ୩୪୪ ଟଙ୍କା ମଧ୍ୟରୁ ଗୋଲଡେନ୍‌ ପିରିୟଡ଼ ବ୍ଲକ ହୋଇ ଫେରି ପାରିଛି ୧ କୋଟି ୪୮ ଲକ୍ଷ...

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ...

ରୋଚକ ମୋଡ଼ ନେଉଛି ମାହାଙ୍ଗା ଡବଲ ମର୍ଡର ଘଟଣା, ଥାନାଧିକାରୀଙ୍କ ପାଇଁ ବଢୁଛି ଅଡୁଆ

ନିଶ୍ଚିନ୍ତକୋଇଲି,୮ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଏହି ଘଟଣାରେ ଜେଏମ୍‌ଏଫ୍‌ସି କୋର୍ଟ ମାହାଙ୍ଗା ପୋଲିସକୁ ଅପଟୁଡେଟ୍‌ କେସ୍‌ ଡାଏରୀ ଓ ସିଡିଆର ସଂରକ୍ଷଣ କରିଥିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ମାହାଙ୍ଗା...

ଗହଣା ଦୋକାନରୁ କୋଟିଏରୁ ଊର୍ଦ୍ଧ୍ୱ ଚୋରି

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରାଜଧାନୀରେ ରାତି ଅସୁରକ୍ଷିତ ହୋଇପଡ଼ିଲାଣି। ପୋଲିସକୁ ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତମାନେ ରାତିରେ ଯାଉଥିବା ଲୋକଙ୍କୁ ଲୁଟିବା ସହ ବିଭିନ୍ନ ସ୍ଥାନରେ ଚୋରି କରୁଛନ୍ତି। ଏହି କ୍ରମରେ ଶନିବାର ବିଳମ୍ବିତ ରାତିରେ ରାଜଧାନୀରେ ଏକ ଗହଣା ଦୋକାନରେ ବଡଧରଣର ଚୋରି...

ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ

ନୟାଗଡ଼ ଅଫିସ,୪ା୧୨: ନୟାଗଡ଼ ଜିଲା ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୟନ୍ତଙ୍କ ନୟାଗଡ ବ୍ଲକର ବିରୁଡା, ନୟାଗଡ଼, ଓଡ଼ଗାଁ ସମେତ ଏକକାଳୀନ ୬ଟି ସ୍ଥାନରେ  ଏହି ଚଢ଼ାଉ ଚାଲିଛି।...

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ...

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍‌ସି...

ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର ପୋଲିସ ଆଜି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ...

୪ ଯୁବତୀଙ୍କୁ କରିଥିଲେ ବଳାତ୍କାର: କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ସ୍ବୀକାର କଲେ ନିଜ ଦୋଷ, ଆଉ ତା’ ପରେ…

ନ୍ୟୁୟର୍କ,୨୫ା୧୧: ଜଣେ କି ଦୁଇ ଜଣ ନୁହେଁ, ୪ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନ୍ୟୁୟର୍କର ଜଣେ ଯୁବକ ଜେଲ୍‌ ଯାଇଛନ୍ତି। ୨୦ ବର୍ଷୀୟ କ୍ରିଷ୍ଟୋଫର ଓ୍ବେଲଟର ନାମକ ଜଣେ ଯୁବକ ୨୦୧୭ ଏବଂ ୨୦୧୮ ମଧ୍ୟରେ ଲେମ୍ବିଷ୍ଟନରେ ପରିବାର...

ବିବାହ ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ଯୁବକ, ଆଉ ଏବେ…

ନିଶ୍ଚିନ୍ତକୋଇଲି,୨୫ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସରପଡ଼ା ଗ୍ରାମର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୈତିକ ସମ୍ପର୍କ ରଖିବା ନେଇ ସମ୍ପୃକ୍ତା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାରୁ...

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍‌ପିଏଚ୍‌ ଆଣ୍ଡ ଡବ୍ଲ୍ୟୁସିର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବ୍ୟାପକ ଦୁର୍ନୀତି...

ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri