ହଜିଥିବା ୩୦ ମୋବାଇଲ ଫେରିପାଇଲେ ବ୍ୟବହାରକାରୀ, ପୋଲିସର କାର୍ଯ୍ୟକୁ କଲେ ପ୍ରଶଂସା
ଭଞ୍ଜନଗର,୨୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଲୋକଙ୍କ ହଜି ଯାଇଥିବା ୩୦ଟି ମୋବାଇଲ ଉଦ୍ଧାର କରି ସେମାନଙ୍କୁ ହସ୍ତାନ୍ତର କରିଛି। ଏନେଇ ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଏସ୍ପି ରଞ୍ଜନ କୁମାର ଦେ ହଜି ଯାଇଥିବା...
ଅଳିଆ ଗୋଟାଇ ପେଟ ପୋଷୁଥିଲେ ନାବାଳିକା, ବସ୍ତାରୁ ମିଳିଲା ମୃତଦେହ
ବାଲେଶ୍ୱର,୨୫ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସମଲପୁର ଗାଁ ନିକଟରେ ଏକ ଘରୁ ବସ୍ତା ଭିତରୁ ଜଣେ ନାବାଳିକାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଅନ୍ୟ ଦୁଇ ଝିଅଙ୍କ ସହ...
ଜେଲ୍ ଭିତରେ ବେକରେ ଗାମୁଛା ଲଗାଇ ଝୁଲି ପଡ଼ିଲେ କଏଦୀ
ପୁରୀ,୨୫ା୯(ଅଜିତ ମହାନ୍ତି): ପୁରୀ ଜିଲା କାରାଗାରରେ ଜଣେ କଏଦୀ ଆତ୍ମହତ୍ୟା କରିଛନ୍ତି। କଏଦୀ ଜଣକ ବେକରେ ଗାମୁଛା ଲଗାଇ ଝୁଲି ପଡ଼ିଥିବା ଜଣାପଡ଼ିଛି। ତେବେ ମୃତକ ଜଣକ ପିପିଲିର ବୁଲୁ ବେହେରା। ହେସ ଜୁଲାଇରୁ ଜେଲ୍ରେ ଥିଲେ। ପୋକ୍ସୋ ମାମଲାରେ...
ବ୍ୟବସାୟୀଙ୍କ ଘରୁ ଜବତ ହେଲା ଟ୍ରିପ୍ ଟ୍ରିପ୍ ବିସ୍ଫୋରକ ବାଣ
ଜୟପାଟଣା,୨୫ା୯(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ପୋଲିସ ଓ ଜୟପାଟଣା ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ଜୟପାଟଣା ଜନୈକ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। କଳାହାଣ୍ଡି ଏସ୍ପି ନାଗରାଜ ଦେବର କୋଣ୍ଡାଙ୍କ ସ୍ବତନ୍ତ୍ର...
ବାପାମା’ ଘରେ ନ ଥିଲେ, ନାବାଳିକାଙ୍କୁ ମୋବାଇଲ୍ରେ ଅଶ୍ଳିଳ ଭିଡ଼ିଓ ଦେଖାଇ ବଳାତ୍କାର ଉଦ୍ୟମ; ଅଭିଯୁକ୍ତ…
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗ୍ରାମର ୫ମ ଶ୍ରେଣୀ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍ଆଇ ଜ୍ୟୋତି...
ରାଜଧାନୀ ରାଜରାସ୍ତାରେ ଅପହରଣ ଉଦ୍ୟମ: ଚଳନ୍ତା ଅଟୋରୁ ଡେଇଁ ପଡ଼ିଲେ ଯୁବତୀ, ଏବେ…
ଭୁବନେଶ୍ୱର,୨୪।୯: ରାଜଧାନୀ ରାଜରାସ୍ତାରେ ଅଭାବନୀୟ ଘଟଣା। ଅପହରଣ କରିବାକୁ ଉଦ୍ୟମ ବେଳେ ଚଳନ୍ତା ଅଟୋରୁ ଡେଇଁ ପଡ଼ିଲେ ଯୁବତୀ। ତାଙ୍କ ମୁଣ୍ଡ ସହ ହାତ ଏବଂ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଏନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହେବା ପରେ...
ବଧୂହତ୍ୟା ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଘେରାଉ, ସମୟ ମାଗିଲେ ଆଇଆଇସି
କେସିଙ୍ଗା,୨୪ା୯(ତୁମେଶ୍ୱର ସାହୁ): ସ୍ବର୍ଗତା କ୍ଷୀରବତୀ ସାହୁଙ୍କ ଶ୍ୱଶୁର, ଶାଶୁ ଓ ନଣନ୍ଦ ଙ୍କୁ ଗିରଫ ଦାବିରେ ମୃତ ପରିବାରବର୍ଗଙ୍କ ସମେତ ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜ କଳାହାଣ୍ଡି ପକ୍ଷରୁ ଥାନା ସମ୍ମୁଖରେ ବୁଧବାର ପ୍ରତିବାଦ ଦେଇ ଗଣଧାରଣା ଦେଇଥିଲେ।...
୧୫ ଯୁବତୀଙ୍କୁ ବଳାତ୍କାର କରି ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ ଫେରାର, ରେକର୍ଡ ହେଲା ପୀଡ଼ିତାଙ୍କ ବୟାନ
ନୂଆଦିଲ୍ଲୀ,୨୪ା୯: ୧୫ ଜଣ ଯୁବତୀଙ୍କୁ ବଳାତ୍କାର କରିଥିବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ତେବେ ଅଭିଯୋଗ ପରେ ଚୈତନ୍ୟାନନ୍ଦ ଫେରାର୍ ଅଛନ୍ତି। ସେ ବସନ୍ତ କୁଞ୍ଜରେ ଏକ ଆଶ୍ରମ ଚଳାଉଛନ୍ତି। ଦିଲ୍ଲୀର ବସନ୍ତ କୁଞ୍ଜରେ ଥିବା...
ରକ୍ତମୁଖା ହୋଇଗଲେ ବାପା, କଟୁରୀ ଚୋଟରେ ଚାଲିଗଲା ପୁଅଙ୍କ ଜୀବନ
ଧର୍ମଶାଳା,୨୩।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଏଣ୍ଡଳବା ପଞ୍ଚାଯତ ବିଛାଖଣ୍ଡି ଦେଉରି ସାହିରେ ଘଟିଛି ଏକ ଅଭାବନୀୟ ଘଟଣା। ବାପାଙ୍କ କଟୁରୀ ଚୋଟରେ ପୁଅଙ୍କ ଜୀବନ ଯାଇଥିବା ଜଣାପଡିଛି। ମୃତକ ହେଲେ ଶମ୍ଭୁ ନାୟକ(୩୦)। ମିଳିଥିବା ସୂଚନା ଅନୁସାରେ,...
ବାଣ ବିସ୍ଫୋରଣ ଘଟଣା: ଗୋଦାମରେ ପୋଲିସର ଚଢ଼ାଉ, ଫେରାର ମାରିଲେ ଅଭିଯୁକ୍ତ
ହରଭଙ୍ଗା,୨୨ା୯(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ପୁରୁଣାକଟକ ବଜାର ନିକଟସ୍ଥ ଜିଆକଟା ଗ୍ରାମରେ ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିବା ଫଳରେ ୨ଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇପଡ଼ିଥିଲେ। ପୋଲିସ ବାଣ ଗୋଦାମ...
ଦୁଇ ଛାତ୍ରୀଙ୍କୁ ନିଶା ଦେଇ ଅପହରଣ କରିନେଇଥିଲେ ଦୁଇ ଯୁବକ, ପୂରା ଘଟଣା ଜଣାପଡ଼ିବା ପରେ…
ମହାକାଳପଡ଼ା,୨୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଅଞ୍ଚଳରେ ଶୁକ୍ରବାର ଦୁଇ ଛାତ୍ରୀଙ୍କୁ ସ୍କୁଲ ଯିବା ବାଟରେ କିଛି ନିଶା ଦ୍ରବ୍ୟ ସ୍ପ୍ରେ କରି ଉକ୍ତ ଗ୍ରାମର ଦୁଇ ଯୁବକ ଏକ କାର୍ରେ ଅପହରଣ କରିନେଇଥିଲେ।...
ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଗିରଫ କଲା EOW
କଟକ,୨୦ା୯: ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। କଟକ ରାଣୀହାଟ ମାଳିସାହିର ବିଜୟ ରାଉତଙ୍କ ଏତଲା ଆଧାରରେ ଦିଲ୍ଲୀପଙ୍କୁ ଗିରଫ କରାଯାଇଛି। ରିୟଲ ଇଷ୍ଟେଟ୍ ବିଜନେସ୍ରେ ସାଢ଼େ ୭ କୋଟି ଫ୍ରଡ୍ ଅଭିଯୋଗରେ ଗିରଫ। ଶନିବାର ଓପିଆଇଡି...
Archives


