କଟକ ଅଫିସ,୧୬।୨: ଅନ୍ଲାଇନ ଠକେଇର ଶିକାର ହୋଇଛନ୍ତି ରେଭେନ୍ଶା ବିଶ୍ୱବିଦ୍ୟାଳୟ ଆଇଏସ୍ଟି ବିଭାଗ ସ୍ନାତକ ତୃତୀୟ ବର୍ଷର ଛାତ୍ର କୈଳାସ ବେହେରା। ତାଙ୍କ ଆକାଉଣ୍ଟରୁ କେହି ଦୁର୍ବୃତ୍ତ ୧୫ ହଜାର ଟଙ୍କା ଠକି ନେଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, କୈଳାସଙ୍କ...
ଭୁବନେଶ୍ୱର, ୧୬।୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍-୯ ଗ୍ରୀଡ୍କୋ କଲୋନୀରେ ଜଣେ ଯୁବକଙ୍କୁ ୩୦ରୁ ଊର୍ଦ୍ଧ୍ୱ ଯୁବକ ଗୋଡ଼େଇ ଗୋଡ଼େଇ ହାଣିଛନ୍ତି। ସେମାନେ ଖଣ୍ଡା, ଭୁଜାଲି, ଲୁହାରଡ଼୍ରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏଥିରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେ...
ଭୁବନେଶ୍ୱର, ୧୬ା୨ (ବ୍ୟୁରୋ): ଝାରସୁଗୁଡା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ପରକୀୟା ପାପର ପେଡ଼ି ଖୋଲିବାକୁ ଓଡ଼ିଶା ଆସିବ ଛତିଶଗଡ଼ ପୋଲିସ। ଛତିଶଗଡ଼ରେ ମା’ ଓ ଝିଅଙ୍କୁ ହତ୍ୟା ପାଇଁ ଓଡ଼ିଶାରେ ହୋଇଥିବା ବ୍ଲୁ-ପ୍ରିଣ୍ଟ ପଛରେ ଲୁଚି...
Archives
Model This Week
ପିଲାଙ୍କ ଧରିତ୍ରୀ