ଅପରାଧ

ବିଜେଡି ହରତାଳକୁ ନେଇ ପୁଣି ମୁହଁ ଖୋଲିଲେ ମୃତ ବଳଙ୍ଗା ଯୁବତୀଙ୍କ ବାପା, କହିଲେ ମୋ’ ଝିଅ ତ ରହିଲାନି ଆମେ…

ବଳଙ୍ଗା,୭ା୮: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ...

ଓକିଲଙ୍କ ଘରେ କଳାକନା ବୁଲାଇଲେ ଚୋର: ୩ ଲକ୍ଷ ଟଙ୍କା ସାଙ୍ଗକୁ ୧୦୦ ଗ୍ରାମ ସୁନା ନେଇ ଚମ୍ପଟ, ନିଦରୁ ଉଠି…

ଭଞ୍ଜନଗର,୬।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ଉପସଭାପତି ତଥା ପୂର୍ବତନ ସରକାରୀ ଓକିଲ ହର୍ଷ ବର୍ଦ୍ଧନ ପଣ୍ଡାଙ୍କ କୁଲାଡ ବାସଭବନରୁ ମଙ୍ଗଳବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ଦୃର୍ବୁତ୍ତମାନେ ତାଙ୍କ ଘରୁ ନଗଦ ୩ ଲକ୍ଷ ଟଙ୍କା,...

ଉଚ୍ଚଶିକ୍ଷା ପାଇଁ ନାମ ଲେଖାଇବାରେ ୩ ଯୁବକ ଠକେଇର ଶିକାର

ପଟାଙ୍ଗି,୬ା୮(ଶରତ କୁମାର ଧଳ): ବର୍ତ୍ତମାନ ଶିକ୍ଷା ଅନୁଷ୍ଠାନଗୁଡ଼ିକରେ ନାମ ଲେଖା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହାର ସୁଯୋଗ ଉଠାଇ ହ୍ୟାକର୍‌ମାନେ ଶିକ୍ଷିତ ଯୁବତୀଯୁବକଙ୍କୁ ଠକି ଚାଲିଛନ୍ତି। ଏହିପରି ଠକେଇର ଶିକାର ହୋଇ କିଛି ଯୁବକଙ୍କ ସହ ପରିବାରବର୍ଗ କଲେଜ ଏବଂ...

ଘରୁ ଟାଣି ଆଣି ଗାଁ ଦାଣ୍ଡରେ ଅସଦାଚରଣ, ଦିଗପହଣ୍ଡି ଥାନାରେ ପହଞ୍ଚି ମହିଳା…

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ରଘୁନାଥ ମଠ ସାହିର ଜଣେ ମହିଳାଙ୍କୁ ଘରୁ ଟାଣି ନେଇ ଗାଁ ଦାଣ୍ଡରେ ଦୁଇଜଣ ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିବା ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଜଣଙ୍କ...

ଡକାୟତି କରି ଫେରାର ହୋଇଯାଉଥିଲେ ଡକାୟତ ଗ୍ୟାଙ୍ଗ୍‌, ଧରିଲା ଗ୍ରାମାଞ୍ଚଳ ପୋଲିସ

ସାଲେପୁର,୩ା୮(ଅରବିନ୍ଦ ଭୂୟାଁ): କଟକ ଜିଲା ସମେତ ଓଡ଼ିଶାର ଭିଭିନ୍ନ ଜିଲାରେ ଡକାୟତି ମାମଲା ଘଟାଇ ଫେରାର ହୋଇଯାଉଥିବା ଡକାୟତି ଦଳକୁ କଟକ ଜିଲା ଗ୍ରାମାଞ୍ଚଳ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। କଟକ ଜିଲାର ସାଲେପୁର, ନିଶ୍ଚିନ୍ତକୋଇଲି, ମାହାଙ୍ଗା ଓ...

ଜଙ୍ଗଲ ରାସ୍ତାକଡ଼ରୁ ମିଳିଲା ମହିଳାଙ୍କ ମୃତଦେହ, ବଳାତ୍କାର ପରେ…

କୁଚିଣ୍ଡା,୩ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅନ୍ତର୍ଗତ ଡିମିରିମୁଣ୍ଡା ଛକରୁ ଡିମୁରିମୁଣ୍ଡା ଗାଁକୁ ଯିବା ନିଛାଟିଆ ଜଙ୍ଗଲ ରାସ୍ତା କଡ଼ରୁ ପୋଲିସ ରବିବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ମୃତ ମହିଳା ଜଣକ ହେଲେ ଡିମିରିମୁଣ୍ଡା...

ଶହୀଦ ସପ୍ତାହରେ ରେଲଓ୍ବେ ଟ୍ରାକ୍‌ ଉଡ଼ାଇଲେ ମାଓବାଦୀ

ଟେନସା,୩ା୮(ସମୀର କୁମାର ପାଢ଼ୀ): ଶହୀଦ ସପ୍ତାହରେ ପୁଣି ହିଂସ୍ର ହୋଇଛନ୍ତି ମାଓବାଦୀ। ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି। ଏଥିରେ ଜଣେ ରେଲଓ୍ବେ କର୍ମଚାରୀ...

କଫ୍‌ ସିରପ୍‌ ସହ ନିଶା ବଟିକା କାରବାର କରୁଛନ୍ତି ନାବାଳକ, ୩ ଗିରଫ

ଅତାବିରା,୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସ ଶୁକ୍ରବାର ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହି ମାମଲାରେ ପୋଲିସ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ସାବାଳକ ଅଭିଯୁକ୍ତମାନେ ହେଲେ, ଅତାବିରା...

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର

ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ...

ଘରୋଇ ସହାୟିକାଙ୍କୁ ବଳାତ୍କାର, ପୂର୍ବତନ PM ଦେବଗୌଡ଼ାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କୁ ଆଜୀବନ କାରାଦଣ୍ଡ, କୋର୍ଟରେ…

ବେଙ୍ଗାଲୁରୁ,୨।୮:  ଜନତା ଦଳ (ସେକ୍ୟୁଲାର)ର ନିଲମ୍ବିତ ନେତା ତଥା ପୂର୍ବତନ ଏମ୍‌ପି ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କ ଅଡୁଆ ବଢିଛି। ବେଙ୍ଗାଲୁରୁର ଏକ ସ୍ବତନ୍ତ୍ର କୋର୍ଟ ଘରୋଇ ସହାୟିକାଙ୍କୁ ବଳାତ୍କାର ମାମଲାରେ ପ୍ରଜ୍ୱଳଙ୍କୁ ଆଜୀବନ...

ହତ୍ୟା ଉଦ୍ୟମ ପୂର୍ବରୁ ଅଭିଯୁକ୍ତଙ୍କୁ ଧରାଇଦେଲା ୧୧୨, ବନ୍ଧା ହେଲେ ଡେଲାଙ୍ଗର ୫

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଘଟଣ ରୋକିବାରେ ସକ୍ଷମ ହୋଇଛି। ଏହି ମାମଲାରେ ଭଞ୍ଜନଗର ପୋଲିସ ଶନିବାର ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର ୫ ଜଣକୁ ଗିରଫ କରିଛି।...

ପରକୀୟା ପ୍ରୀତିରୁ ଅଘଟଣ: ଦେହରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମହତ୍ୟା, ପୁରୁଷ ଗୁରୁତର

ବାରିପଦା/ଉଦଳା,୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖିଚିଂସ୍ଥିତ ପଣସି ଅଞ୍ଚଳରେ ଶନିବାର ପରକୀୟା ପ୍ରୀତିକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ଦେହରେ ପେଟ୍ରୋଲ ଢାଳି ମହିଳା ଓ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ମହିଳାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri