ଅପରାଧ

ଚାକିରି ନାଁରେ ଠକେଇ: ମାଷ୍ଟରମାଇଣ୍ଡ, ଦଲାଲ ଗିରଫ

ବ୍ରହ୍ମପୁର ଅଫିସ,୩ା୨-ବେକାର ଯୁବତୀ ଯୁବକଙ୍କୁ ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଏକ ଠକ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଓ ଜଣେ ଦଲାଲଙ୍କୁ ବୈଦ୍ୟନାଥପୁର ପୋଲିସ ଗିରଫ କରିଛି। ଏହି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଯାଜପୁରର ରବୀନ୍ଦ୍ର କୁମାର...

୨୨ ଗ୍ରାମ ବ୍ରାଉନସୁଗାର ଜବତ: ବାଲେଶ୍ୱରର ଶେଖ୍‌ ମୁସ୍ତାକିନ୍‌ ଗିରଫ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର କାରବାର ବଢିଚାଲିଥିବାବେଳେ ଏହା ଉପରେ ରୋକ ଲଗାଇବା ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କ ଫୋର୍ସ) ବିଭିନ୍ନ ସ୍ଥାନରେ ମାରାଥନ ଚଢାଉ ଜାରି ରଖିଛି। ବୁଧବାର ଖଣ୍ଡଗିରି ଥାନା ଅଧୀନ ବରମୁଣ୍ଡା ଅଞ୍ଚଳରେ ଏସ୍‌ଟିଏଫ ଚଢାଉ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୮ା୧- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ମୟୂରଭଞ୍ଜ ଜିଲା ବାରିପଦାର ସୁନଗଡିଆସ୍ଥିତ ବାସଭବନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ବାଲେଶ୍ୱର...

କୃଷି ବିଭାଗ କର୍ମଚାରୀ ବୋଲି ପରିଚୟ ଦେଇ ଶିକ୍ଷକଙ୍କଠାରୁ ୪ ଲକ୍ଷ ଠକେଇ

ହାଟଡିହୀ,୨୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡମା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ୪ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏନେଇ ନନ୍ଦିପଦା ଥାନାରେ ଏକ ମାମଲା (ନଂ.୭/୨୦୨୦) ଦାୟର ହୋଇଛି। ଅଭିଯୋଗ ଅନୁସାରେ ଜଣେ ବ୍ୟକ୍ତି ଶିକ୍ଷକ ଲକ୍ଷ୍ମୀଧର...

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ପୁଣି ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ମଙ୍ଗଳବାର ପୁଣି ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଗୋପୀନାଥ ନାୟକ, ସ୍ମୃତିସାଗର ମହାପାତ୍ର,...

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ

ରାଇରଙ୍ଗପୁର,୨୭।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବଜାରରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୂଚନାଯୋଗ୍ୟ, ରାଇରଙ୍ଗପୁର ଟାଉନ୍‌ ଥାନା ମୁଖ୍ୟ ବଜାରରେ ମହାନ୍ତି ପାନମସଲା...

ଜଙ୍ଗଲରେ ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମବେଳେ ଉଦ୍ଧାର କଲେ ଲୋକେ, ଜଣେ ଅଟକ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ଯୁବକ ଜଙ୍ଗଲରେ ବଳାତ୍କାର ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ ଧରି ପୋଲିସ ଜିମା...

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି।...

କୁଡ଼ାସାହି ଗ୍ରାମରେ ଡକାୟତି: ମାଡ଼ମାରି ଲୁଟିନେଲେ ଗହଣା, ଟଙ୍କା

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା। ବୋଲେରୋରୁ ୧୦/୧୨ ଜଣ ଡକାୟତ ଆସି ଉଜ୍ଜ୍ୱଳଙ୍କ ଘରେ ପଶିଥିଲେ। ତାଙ୍କ...

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ...

ମାର୍କେଟ ବିଲ୍ଡିଂରେ ଆତଙ୍କ ସୃଷ୍ଟି କରିବା ଘଟଣା: ୩ ଅଭିଯୁକ୍ତଙ୍କ ନାମରେ ଏନ୍‌ଏସ୍‌ଏ ଲଗାଇଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିଥିବା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ନାମରେ କମିଶନରେଟ ପୋଲିସ ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ(ଏନ୍‌ଏସ୍‌ଏ) ଲଗାଇଛି। ଅଭିଯୁକ୍ତ ଚନ୍ଦନ ଦାଶ, ବିଶ୍ୱନାଥ ପ୍ରଧାନ ଓ...

ପୁଞ୍ଜିଲାଲଙ୍କୁ ୪ ଦିନିଆ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ଲାଗି ହାଇକୋର୍ଟ ତାଙ୍କୁ ୪ ଦିନ ଜାମିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri