ଅନଲାଇନ୍ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ ଭୁବନେଶ୍ୱର,୧୯ା୪(ସତ୍ୟଜିତ୍ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)।...
ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍ବ)ର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାମସିଂ...
ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ ଶତ୍ରୁତାରୁ ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି। ଯାହାଫଳରେ ଉଭୟ ଭାଜପା ଏବଂ ବିଜେଡି...
କଟକ କମିଶନରେଟ ପୋଲିସର ଡବଲ୍ ଏନ୍କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼ ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ...
ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ ଗୌଡ଼ପାଟଣା ନିକଟବର୍ତ୍ତୀ ମହୁଳାକୁଦିଆର ଏକ ଗଛରେ ଯୁବତୀଯୁବକଙ୍କ ମୃତଦେହ ଝୁଲୁଛି। ଉଭୟଙ୍କ ଫଟୋ...
ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା...
ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ...
ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ...
କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ। ହତ୍ୟାକାରୀ ଫେରାର ସମୟର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ଦେଖିବାକୁ ମିଳିଛି।...
ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ...
ସରପଞ୍ଚଙ୍କ ସ୍ବାମୀଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କୁ ଦିଗପହଣ୍ଡି କେନାଲ ସାହିରେ ରହୁଥିବା ଆଡପଡ଼ା ଗ୍ରାମର ସୁନୀଲ ସେଠୀ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେଇଥିବା ଅଭିଯୋଗ...
ବନ୍ଧୁକ ସହ ଅଭିଯୁକ୍ତ ଗିରଫ ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ...