ଅପରାଧ

ଜାଲ୍‌ନୋଟ କାରବାର : ଜଣେ ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ହରିଜନ ସାହିର ଦେବଜହନ ନାୟକ(୨୫)ନାମକ ଜଣେ ଯୁବକ ସୁନାମୁଦି ସାହିରେ ଏକ ଘରଭଡ଼ା ନେଇ ଜାଲ୍‌ନୋଟ କାରବାର କରୁଥିଲେ। ଟିକିରି ଥାନା ଆଇଆଇସି ସୁଜ୍ଞାନୀ ସାହୁ କୌଣସି ସୂତ୍ରରୁ ଖବର...

ଦୁର୍ଦ୍ଦାନ୍ତ ଅପରାଧୀ ମୁଜାଫରଙ୍କୁ କୋର୍ଟଚାଲାଣ

ଝୁମ୍ପୁରା,୮।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି, ଡକାୟତି, ବଟି ଆଦାୟ ସହିତ ବହୁ ଅସାମାଜିକ କାର୍ଯ୍ୟକଳାପରେ ମୁଜାଫର ସମ୍ପୃକ୍ତ ରହିଛନ୍ତି।...

ଚଳନ୍ତା କାରରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା : ପୀଡ଼ିତାଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱରେ ପୋଲିସ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳନ୍ତା କାରରେ ଜଣେ ଯୁବତୀଙ୍କୁ ଗଣବଳାକତ୍ାର କରି ଖୋର୍ଦ୍ଧା ପିଏନ୍‌ କଲେଜ ନିକଟରେ ଫିଙ୍ଗିଦେବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଘଟଣାକୁ ନେଇ ଗୁରୁବାର ଦିନତମାମ ଖଣ୍ଡଗିରି ଥାନାରେ ତନାଘନା ଚାଲିଥିଲା। ସକାଳେ ଭୁବନେଶ୍ୱର...

ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର...

ରାଜ୍ୟରେ ବଢ଼ୁଛି ବନ୍ୟପ୍ରାଣୀ ଅପରାଧ : ଭବାନୀପାଟଣାରୁ ହାତୀଦାନ୍ତ ଜବତ, ୩ ଗିରଫ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଦିନକୁ ଦିନ ଓଡ଼ିଶାରେ ବଢ଼ିଚାଲିଛି ବନ୍ୟପ୍ରାଣୀ ଅପରାଧ। ଏହି କ୍ରମରେ ଗୁରୁବାର କ୍ରାଇମବ୍ରାଞ୍ଚ୍‌ ଏସ୍‌ଟିଏଫ୍‌ ଭବାନୀପାଟଣାରୁ ଏକ ହାତୀଦାନ୍ତ ଓ ବାଘଛାଲ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗତ ଏକ ବର୍ଷ ମଧ୍ୟରେ କେବଳ...

ପାଞ୍ଚ ବର୍ଷର ଝିଅକୁ ବଳାତ୍କାର

ବୋରିଗୁମ୍ମା,୭ା୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବିଜାପୁର ପଞ୍ଚାୟତର ଏକ ଗାଁରେ ଜଣେ ପାଞ୍ଚବର୍ଷର ଶିଶୁକନ୍ୟା ବଳାତ୍କାରର ଶିକାର ହୋଇଛି। ବୁଧବାର ଉକ୍ତ ଗ୍ରାମର ଡମୁ ମୁଦୁଲି (୨୫) ମାଛ ଧରିବା ବାହାନାରେ ନାବାଳିକାଙ୍କୁ ଡାକିନେଇ ପାଖ ଜଙ୍ଗଲରେ ବଳାତ୍କାର...

ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ...

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ...

ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସତ୍ୟତା ନାହିଁ, ତଦନ୍ତ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇଛି: ମନ୍ତ୍ରୀ

ବାଲିଆପାଳ/ଭୁବନେଶ୍ୱର,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ./ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ବିଦ୍ୟାଳୟର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ସତ୍ୟତା ନାହିଁ। ତଦନ୍ତ ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଛି। ହେଲେ ବିଦ୍ୟାଳୟରେ...

ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ ମହାନ୍ତିପଡ଼ାର ଶେଖ୍‌ ମଇନୁଦ୍ଦିନ। ତାଙ୍କ ପାଖରୁ ୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି।...

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍‌ ଜବତ

ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍‌ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍‌କୁ...

ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ ଦିନ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସହ ୩ଜଣଙ୍କୁ ଗିରଫ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri