ଅପରାଧ

ବସ୍‌ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା, ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର ୨୩ା୭ (ସ୍ବ.ପ୍ର./ଡି.ଏନ.ଏ.)- ଘରୋଇ ବସକୁ ଅଟକାଇ କର୍ମଚାରୀଙ୍କୁ ମାଡ ମାରିବା ଅଭିଯୋଗରେ ସ୍ଥାନୀୟ ସିଜେଏମ କୋର୍ଟ ୪ ଦୋଷୀଙ୍କୁ ୫ ବର୍ଷ ଜେଲ ଓ ୯୩୦୦ ଟଙ୍କା ଫାଇନ ଦଣ୍ଡାଦେଶ କରିଛନ୍ତି। ଘଟଣାଟି ୨୦୧୬ ଫେବୃୟାରୀ ୨୮ ତାରିଖରେ...

ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ

କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇପାରୁ ନାହିଁ। ଗତ ରବିବାର ରାତିରେ...

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ସୌରୀ ମହାପାତ୍ର ଓରଫ୍‌ ସୁରୁଙ୍କୁ ଗିରଫ...

୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୩।୭(ଡି.ଏନ୍‌.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ନଗଦ ୬ ହଜାର ୪ଶହ ଟଙ୍କା ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ପ୍ରଶାନ୍ତ...

ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ପାଣ୍ଡବ ପ୍ରଧାନଙ୍କଠାରୁ ପୁରୋହିତ ତହସିଲ...

ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକ୍‌ମେଲିଂ କରିବା ଘଟଣାର ଅଭିଯୁକ୍ତଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଛି। ସେ...

ଦୁର୍ବୃତ୍ତ ମାରଣାସ୍ତ୍ରରେ ଗୋଡ଼ାଇ ହାଣିଲେ: ଜଣେ ଯୁବକ ଗୁରୁତର

ବୋଲଗଡ଼,୨୩ା୭(ଡି.ଏନ.ଏ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ସାନକୁମାରୀସ୍ଥିତ ମା’ମଙ୍ଗଳା ମନ୍ଦିର ନିକଟରେ ରବିବାର ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର କରିଛନ୍ତି। ଗୁରୁତର ଯୁବକ ହେଉଛନ୍ତି ସାନକୁମାରୀ ଗ୍ରାମର ଗଣେଶ ଖଣ୍ଡାଇ(୨୫)। ତାଙ୍କୁ ମାରଣାସ୍ତ୍ର...

ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ...

ବାବୁଲି ଗୁଳିକାଣ୍ଡ ଘଟଣା: ୪ ଗିରଫ, ଟିଟୋ ଏବଂ ବାବୁ ସାହୁ ଗ୍ୟାଙ୍ଗର ରହିଛି ହାତ

କେନ୍ଦ୍ରାପଡା ଅଫିସ, ୧୭ା୭- ଧର୍ମରକ୍ଷା ସେନାର କେନ୍ଦ୍ରାପଡା ଜିଲା ଆବହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କ ଉପରେ ଗତ ୧୩ ତାରିଖରେ ହୋଇଥିବା ଗୁଳିମାଡ଼ ଘଟଣାରେ ଜିଲା ପୋଲିସ ୪ ଜଣଙ୍କୁ ସୋମବାର ଗିରଫ କରିଛି। ଗ୍ୟାଙ୍ଗଷ୍ଟର ଟିଟୋ ଓରଫ...

ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାର ଡ୍ରାଇଭର ତଥା ନୂଆଦିଲୀସ୍ଥିତ...

ଦୋକାନ ସଟର୍‌ ଭାଙ୍ଗି ଚୋରି କରି ନେଲେ ୮୦ ହଜାର ଟଙ୍କା

ବ୍ରହ୍ମପୁର ଅଫିସ, ୨୨।୭: ଟାଉନ ଥାନା ଅନ୍ତର୍ଗତ ଭାପୁର ବଜାର ରେ ଥିବା ସାହୁ ଫୁଡ୍ସରୁ ରବିବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ତାଲା ଭାଙ୍ଗି କ୍ୟାସ୍‌ କାଉଣ୍ଟରରୁ ୮୦ ହଜାର ଟଙ୍କା ଚୋରି କରି ନେଇଥିବା ନେଇ...

ଗୋଡ଼ାଇ ଗୋଡ଼ାଇ ହାଣିଲେ, ଯୁବକ ଗୁରୁତର

ବୋଲଗଡ଼,୨୨।୭(ଡି.ଏନ୍‌.ଏ.): ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ସାନକୁମାରୀ ମଙ୍ଗଳା ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାନକୁୁମାରୀ ଗ୍ରାମର ଗଣେଷ ଖଣ୍ଡାଇ(୨୫)ଙ୍କୁ କେହି ଅଜଣା ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ହାଣି ଥିବା ନେଇ ଫାଣ୍ଡି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri