ଅପରାଧ

ମଟନ୍‌ ଦୋକାନ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ, ଗୋରୁ ଚୋରି ସାଙ୍ଗକୁ ଗୋ’ମାଂସ ବିକୁଥିବା  ଅଭିଯୋଗ

ଯାଜପୁର,୬।୧: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ବ୍ରିଜ ନିକଟରେ ଥିବା ମଟନ ଦୋକାନୀ ସ୍ଥାନୀୟ ଅଞ୍ଚଳରେ ହେଉଥିବା ଗୋରୁ ଚୋରି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ଆଣି ସ୍ଥାନୀୟ ଲୋକେ ରବିବାର ଭୋର ସମୟରେ ଉକ୍ତ ମଟନ...

ଭବାନୀପାଟଣାରେ ଚାଞ୍ଚଲ୍ୟ: ରାସ୍ତାରେ ପଡିଛି ବାଇକ ସହ ଯୁବକଙ୍କ ଜଳନ୍ତା ମୃତଦେହ

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼-ଭବାନୀପାଟଣା ଯାଉଥିବା ୨୬ ନମ୍ବର ଜାତୀୟ ରାଜପଥର ବନମାଳିପୁର ଛକ ନିକଟରେ ରବିବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ବାଇକ ସହ ଜଣେ ଯୁବକଙ୍କ ଜଳନ୍ତା ମୃତଦେହ ପଡିଥିବା ଦେଖିବାକୁ ମିଳିଛି।...

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ, ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର,୩୧ା୫(ସୁବାସ ପାଢ଼ୀ): ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି ଭିଜିଲାନ୍ସ ଜାଲରେ। ବ୍ରହ୍ମପୁର ଆର୍‌ ଆଣ୍ଡ୍‌ ବି ଡିଭିଜନ-୧ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଏନ୍‌.ଦିଲ୍ଲୀପ କୁମାର ଚୌଧୁରୀଙ୍କ ନାମରେ ଆୟ ବହିଃଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ...

‘ସାକ୍ଷୀ ଦେଲେ ବାପାଙ୍କୁ ଜୀବନରୁ ମାରିଦେବୁ’; ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ପରିବାରର ଧମକ ପରେ…

ଦିଗପହଣ୍ଡି,୩୦ା୫(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଗତ ପ୍ରାୟ ୮ ମାସ ତଳେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତ...

ନିଜ ଜନ୍ମକଲା ଝିଅଙ୍କୁ ଡରାଇ, ଧମକାଇ ଘରେ କରିଥିଲେ ବଳାତ୍କାର; ସଇତାନ ବାପାଙ୍କୁ ଏଭଳି ଦଣ୍ଡ ଦେଲେ…

ବ୍ରହ୍ମପୁର, ୩୦।୫(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସ ବିଚାରପତି ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ତଥା ପିଡ଼ିତାଙ୍କ ବାପାକୁ ଉପଯୁକ୍ତ ପ୍ରମାଣ ଆଧାରରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୧୦...

ଡେଙ୍ଗୁରା ପିଟି ଓ୍ବାରେଣ୍ଟିଙ୍କ ନାଁରେ ଲଟ୍‌କା ଜାରି କଲା ପୋଲିସ

ବଲାଙ୍ଗୀର,୨୯ା୫(ସୁନୀଲ କୁମାର ମହାନ୍ତି): କୋର୍ଟରେ ହାଜର ହୋଇ ନ ଥିବା ବିଭିନ୍ନ ମାମଲାର ଓ୍ବାରେଣ୍ଟିମାନଙ୍କ ବିରୋଧରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି। ସହରର ଟିକ୍ରାପଡ଼ା, ମାଲପଡ଼ା, ଇନ୍ଦିରାନଗର, ମାଲଗୋଦାମପଡ଼ା, ପ୍ରତାପସାଗର ପଡ଼ା ସମେତ ବିଭିନ୍ନ...

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ...

୫ ଟନ୍‌ ମାଓବାଦୀ ବିସ୍ଫୋରକ ଲୁଟ୍‌ ଘଟଣା: ରାଉରକେଲାରେ NIAଟିମ୍‌-DG

ରାଉରକେଲା,୨୯ା୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା କାର୍ଯ୍ୟାଳୟରେ ପୋଲିସ ଡିଜି, ଆଇଜି, ପଶ୍ଚିମାଞ୍ଚଳ ଡିଆଇଜି, ସୁନ୍ଦରଗଡ଼ ଏସ୍‌ପି ଏବଂ ପୋଲିସ ଜିଲାର ଅଧିକାରୀମାନଙ୍କୁ ନେଇ ଚାଲିଥିବା ବୈଠକ ଶେଷ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଲୁଟ୍‌ ହୋଇଥିବା ମାଓବାଦୀ ବିସ୍ଫୋରକ ଦ୍ରବ୍ୟ...

ଫୋନ୍‌ ପେ’ରେ ଲାଞ୍ଚ ନେଇ ଧରାପଡ଼ିଲେ କ୍ଷୁଦ୍ର ଜଳସେଚନ ବିଭାଗର ୨ କର୍ମଚାରୀ, ବିଲ୍‌ କରାଇବାକୁ କହି…

ପାରଳାଖେମୁଣ୍ଡି,୨୯ା୫(ଗିରିଧାରୀ ପରିଚ୍ଛା): କ୍ଷୁଦ୍ର ଜଳସେଚନ ବିଭାଗ ୨ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨ ଜଣ ହେଲେ କ୍ୟାସିଅର ନରେଶ ପଟ୍ଟନାୟକ, ଆକାଉଣ୍ଟାଣ୍ଟ ସୁରଜ ପ୍ରସାଦ ଜୟସ୍ବାଲ। ଜଣେ ଠିକାଦାରଙ୍କ ୪ଟି କାମର ବିଲ୍‌ କରାଇ ଦେବା ପାଇଁ ୩୦...

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ଗାଡ଼ିରୁ ମିଳିଲା ପୁଳା ପୁଳା ଟଙ୍କା…

ରାୟଗଡ଼ା,୨୮।୫(ଆଶିଷ ରଞ୍ଜନ ପଣ୍ଡା)- ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ଜାଲରେ ପଡ଼ିଲେ ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସହଦେବ କିଶନ। ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଅଧିକ୍ଷଣ ଯନ୍ତ୍ରୀ କିଷାନ ବୁଧବାର...

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍‌ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ...

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…

କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri