ଅପରାଧ

ବର୍ଷେ ଧରି ନାବାଳକଙ୍କ ଛାତ୍ରଙ୍କୁ ଯୌନ ଶୋଷଣ କରିଆସୁଥିଲେ ହଷ୍ଟେଲ ରୋଷେୟା, ବାନ୍ଧିଲା ପୋଲିସ

ମୋରଡ଼ା,୯ା୧୧(ସ୍ମାରକ ମାଜୀ): ନାବାଳକ ଛାତ୍ରଙ୍କୁ ହଷ୍ଟେଲର ଜଣେ ରୋଷେୟା ଦୀର୍ଘ ୧ ବର୍ଷ ଧରି ଯୌନ ଶୋଷଣ କରିବା ଅଭିଯୋଗରେ ବନ୍ଧା ହେବା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଧୀନ ଧାତିକା ସରକାରୀ...

ନାବାଳିକାଙ୍କୁ ଟେକି ନେଇ ବଳାତ୍କାର କଲେ ଯୁବକ, ଗିରଫ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ପରିବାର ଲୋକେ

ଛତ୍ରପୁର,୯ା୧୧(ଦିଲ୍ଲୀପ କୁମାର ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ସାବୁଳିଆ ଅଞ୍ଚଳରେ ନାବାଳିକାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ନେଇ ଗତ ୫ ତାରିଖରେ ରମ୍ଭା ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ତେବେ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତଙ୍କୁ ଗିରଫ...

ଲାଇଭ୍‌ଷ୍ଟ୍ରିମ୍‌ ସମୟରେ ଆଙ୍କରଙ୍କୁ ହତ୍ୟା

ମାନିଲା,୬ା୧୧: ଲାଇଭଷ୍ଟ୍ରିମ୍‌ ସମୟରେ ଜଣେ ରେଡିଓ ଆଙ୍କରଙ୍କୁ ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଫିଲିପାଇନ୍ସରେ ଘଟିଛି। ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବାଲୋକରେ ଷ୍ଟୁଡିଓ ଭିତରେ ପଶି ଆଙ୍କରଙ୍କ ଉପରକୁ ଗୁଳି ଚଳାଇଥିଲେ। ସୂଚନାଯୋଗ୍ୟ, ରବିବାର ଫିଲିପାଇନ୍ସରେ ଏକ ଫେସ୍‌ବୁକ୍‌ ଲାଇଭ୍‌...

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ...

ସାପ ମିଛ, ଗିରଫ ବି ମିଛ, ମୁଁ ପୋଲିସକୁ ସହଯୋଗ କରିବି: ଏଲ୍‌ଭିଶ

ନୂଆଦିଲ୍ଲୀ,୩ା୧୧: ୟୁଟ୍ୟୁବର ଏଲ୍‌ଭିଶ ଯାଦବ ବିଷାକ୍ତ ସାପ ଏବଂ ରେଭ୍‌ ପାର୍ଟି କରିବା ପ୍ରସଙ୍ଗରେ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘ X’ ରେ ଭିଡିଓ ଶେୟାର କରି କ୍ୟାପଶନ ଲେଖିଛନ୍ତି, ମୁଁ...

ରାଉରକେଲାରୁ ନିଖୋଜ, କୋରାପୁଟରୁ ମିଳିଲା ମୃତଦେହ

ରାଉରକେଲା,୨ା୧୧(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କର୍ମଚାରୀ ଗୌତମ ଘଡେଇଙ୍କ ଏକ ମାତ୍ର ପୁଅ ଶମ୍ଭୁନାଥ ଘଡେଇ(୨୭)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ରାଉରକେଲାରୁ ନିଖୋଜ ହୋଇଥିବାବେଳେ ୩୦ ତାରିଖରେ କୋରାପୁଟରୁ ମୃତଦେହ ଜବତ କରାଯାଇଛି। ବୁଲିବାକୁ ଡାକି ନେଇ...

ପଢୁଥିବା ବେଳେ ଘରେ ପଶି ଛାତ୍ରଙ୍କ ଗଳା କାଟି ଛୁ ମାରିଲେ ଯୁବକ

ଖୋର୍ଦ୍ଧା,୧ା୧୧(ପ୍ରଭାତ ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ଜଟଣୀ ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରୀକ୍ଷା ଥିବାରୁ ଜଣେ ଛାତ୍ର ଘରେ ବସି ପାଠ ପଢୁଥିବା ସମୟରେ କେହି ଜଣେ ଯୁବକ ତାଙ୍କ ଘର ଭିତରେ...

ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ଇଡି, ୫୩୮ କୋଟି ଟଙ୍କା ଠକେଇର ମାମଲା…

ନୂଆଦିଲ୍ଲୀ,୧।୧୧: କାନାରା ବ୍ୟାଙ୍କର ୫୩୮ କୋଟି ଟଙ୍କା ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାର୍ଜଶିଟ୍‌ ଦାଖଲ କରିଛି। ଏହି ଚାର୍ଜଶିଟ୍‌ରେ ଜେଟ୍‌ ଏୟାରଓ୍ବେଜର ପ୍ରତିଷ୍ଠାତା ନରେଶ ଗୋୟଲ, ତାଙ୍କ ପତ୍ନୀ ଅନୀତା ଗୋୟଲ ଏବଂ ୪ ଅନ୍ୟ କମ୍ପାନୀ ନାମ...

ପାକିସ୍ତାନୀ ଏଜେଣ୍ଟଙ୍କ ସମ୍ପର୍କରେ ଥିବା ନେଇ ଜଣେ ମେଜରଙ୍କୁ ବରଖାସ୍ତ କଲେ ରାଷ୍ଟ୍ରପତି ମୁର୍ମୁ

ନୂଆଦିଲ୍ଲୀ,୧।୧୧: ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟ ସହ ସମ୍ପର୍କ ଥିବା ଅଭିଯୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ସେନାରେ କାର୍ଯ୍ୟରତ ଜଣେ ମେଜରଙ୍କୁ ବରଖାସ୍ତ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ତୁରନ୍ତ ପ୍ରଭାବ ସହ ବାହାର କରାଯାଇଛି।...

ଡାର୍କ ୱେବରେ ବିକ୍ରି ହୋଇଗଲା ୮୧.୫ କୋଟି ଭାରତୀୟଙ୍କ ବ୍ୟକ୍ତିଗତ ତଥ୍ୟ: ରିପୋର୍ଟ

ନୂଆଦିଲ୍ଲୀ,୩୦/୧୦: ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମଆର) ପାଖରେ ଥିବା ୮୧.୫ କୋଟି ଭାରତୀୟଙ୍କର ବ୍ୟକ୍ତିଗତ ତଥ୍ୟ ଡାର୍କ ୱେବରେ ବିକ୍ରି ହୋଇଯାଇଛି। ଏଥିରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯେପରିକି ଆଧାରକାର୍ଡ଼, ପାସପୋର୍ଟ ତଥ୍ୟ, ଫୋନ୍ ନମ୍ବର ଏବଂ ଠିକଣା ଆଦି ତଥ୍ୟ...

ଥାନା ଭିତରେ ବ୍ଲେଡ୍‌ରେ ଆଇଆଇସିଙ୍କ ଗଳା କାଟିଲେ ଚୋରି ଅଭିଯୁକ୍ତ

ବିଶୋଇ,୨୮ା୧୦(ଅମିତ ଦାସ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧିକାରିଣୀ (ଆଇଆଇସି) ମିନି ଭୋଇଙ୍କୁ ଗଳାକାଟି ହତ୍ୟା ଉଦ୍ୟମ କରାଯାଇଛି। ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚୋରି ଘଟଣାରେ ପଚରାଉଚରା ପାଇଁ ଆସିଥିବା ଜଣେ ଅଭିଯୁକ୍ତ ଥାନା ମଧ୍ୟରେ...

ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ବନ୍ଧାହେଲେ ଆଇନଜୀବୀ

ସିମୁଳିଆ,୨୮ା୧୦(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଞ୍ଚଳର ଜଣେ ବିଧବା ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ସିମୁଳିଆ ପୋଲିସ ଭଦ୍ରକ ଅଞ୍ଚଳର ଅନନ୍ତ ନାରାୟଣ ପଣ୍ଡା ନାମକ ଜଣେ ଆଇନଜୀବୀଙ୍କୁ ଗିରଫ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri