ଅପରାଧ

୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିଏସ୍‌ଏସ୍‌ଓ, ଧରିଲା ଭିଜିଲାନ୍ସ

ବେଗୁନିଆପଡ଼ା,୧୭ା୫(ଡି.ଏନ୍‌.ଏ.): ୫୦୦ ଟଙ୍କା ଭତ୍ତା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବିଏସ୍‌ଏସ୍‌ଓ। ବାର୍ଦ୍ଧକ୍ୟ ଭତ୍ତା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ବିଏସ୍‌ଏସ୍‌ଓଙ୍କୁ ଭିଜିଲାନ୍ସ ଧରିଛି। ବ୍ରହ୍ମପୁର ଖଲ୍ଲିକୋଟ ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି।...

ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ

ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ। ମହିଳା ଜଣକ ଗର୍ଭବତୀ ଥିବାବେଳେ ସେ...

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍‌କାର୍ଡ, ୬୧ଟି ଏଟିଏମ୍‌...

ମହିଳା ବିଷ ପିଇ ମୃତ୍ୟୁ ଘଟଣା: ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୩ା୫(ଡି.ଏନ୍‌.ଏ.): ବିଷ ପିଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୃତ ଝିଅଙ୍କ ବାପା ପରୀକ୍ଷିତ ନାଏକ କୋକସରା ଥାନାରେ ଜ୍ବାଇଁ ଘାସିରାମଙ୍କ ନାଁରେ ଝିଅକୁ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରି...

ମୁଁ ତୁମ ବୋହୂକୁ ହତ୍ୟା କରିଛି, ଖୋଜିବ ଯଦି ଖୋଜି ପାର

ଭୋପାଳ,୧୩ା୫: ମୁଁ ତୁମ ବୋହୂକୁ ହତ୍ୟା କରିଛି, ଯଦି ତୁମେ ପାରିବ ତେବେ ଖୋଜ! ତାଙ୍କ ବୋହୂଙ୍କ ହତ୍ୟାକାରୀ ପୁଅ ବୋଲି ଭାବି ବୃଦ୍ଧଙ୍କ ଆତ୍ମା ଥରି ଉଠିଲା। ତାଙ୍କ ପାଦତଳୁ ମାଟି ଖସିଗଲା। କିଛି ସମୟ ପରେ ସେ...

ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର...

ନକଲି ନଡ଼ିଆତେଲ ତିଆରି ବେଳେ ଚଢ଼ାଉ, ୨ ଗିରଫ

ରାଉରକେଲା ଅଫିସ,୧୨ା୫: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ଏ. ବି. ଲେନ୍‌ ଇସଲାମ ନଗରରେ ବିଭିନ୍ନ ଦାମୀ କମ୍ପାନୀ ଲେଭଲ ବ୍ୟବହାର କରି ନକଲି ନଡିଆ ତେଲ ଓ ବଜାଜ ଏଲମଣ୍ଡ ଡ୍ରପ୍ସ ତିଆରି ବେଳେ ପୋଲିସ ଚଢାଉ କରି...

ବଲିଉଡ୍‌ ଷ୍ଟାର୍‌ଙ୍କ ଫଟୋ ଲଗାଇ ବହୁ କୋଟି ଟଙ୍କା ଲୁଟ୍‌

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଅର୍ଥନେତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଏକ ଫ୍ରଡ୍‌ ଆପ୍‌ ଜଏନ ଟ୍ରେଡ’ର ୧ କୋଟି ୨୨ ଲକ୍ଷ ଟଙ୍କା ଜବତ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ଫଟୋ ଦେଇ ବିଜ୍ଞାପନ ମାଧ୍ୟମରେ...

କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ: ୪ ଗିରଫ

ପୋଲସରା,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅଭିଯୁକ୍ତ ଥିବା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ...

ଘରେ ପଶି ନାବାଳିକାଙ୍କ ତଣ୍ଟିକାଟି ହତ୍ୟା କଲେ ଯୁବକ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ସହର ଉପକଣ୍ଠ କୁଇଓ ଗ୍ରାମରେ ସୋମବାର ପୂର୍ବାହ୍ନରେ ଜଣେ ନାବାଳିକାଙ୍କ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତ ନାବାଳିକା ହେଲେ, ଭାଗୀରଥି ସାହୁଙ୍କ ଝିଅ ଖୁସି (୧୨)। ତାଙ୍କ ପ୍ରକୃତ ଘର ତାଳଚେର ଡଅଁରାରେ ହୋଇଥିବା...

ବୃଦ୍ଧାଙ୍କୁ ଗଣବଳାତ୍କାର

ଢେଙ୍କିକୋଟ,୮ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଭଗାମୁଣ୍ଡା ସାପ୍ତାହିକ ହାଟରୁ ଫେରୁଥିବା ଜଣେ ୬୦ ବର୍ଷୀୟା ଆଦିବାସୀ ବୃଦ୍ଧାଙ୍କୁ ଗଣବଳାତ୍କାର ହୋଇଛି। ଏ ନେଇ ହରିଚନ୍ଦନପୁର ଥାନାରେ ବୃଦ୍ଧା ଜଣଙ୍କ ଶନିବାର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଫେରାର...

ଏସ୍‌ଟିଏଫ୍‌ ଜାଲରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୮।୫(ବ୍ୟୁରୋ): କେତେବେଳେ ଚାକିରି ଦେବାକୁ କହି ଫସାଉଥିଲେ ତ ଆଉ କେତେବେଳେ ଭିଜିଲାନ୍ସ ଅଧିକାରୀ ପରିଚୟରେ ବ୍ଲାକ୍‌ମେଲ କରି ଟଙ୍କା ଲୁଟୁଥିଲେ। ଏକାଧିକ ଚାକିରି ଆଶାୟୀ, ସରକାରୀ ଅଧିକାରୀ ଓ କଣ୍ଟ୍ରାକ୍ଟରଙ୍କୁ ଠକେଇ କରିଥିବା ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ କ୍ରାଇମବ୍ରାଞ୍ଚର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri