ଅପରାଧ

ଦିଗପହଣ୍ଡି ସହରରେ ଛିନତାଇ ମାମଲା: ନାବାଳକଙ୍କ ସମେତ ୨ ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଗତ କିଛିଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀର ଜଣେ ନାବାଳକଙ୍କ ସମେତ ୨ ଅଭିଯୁକ୍ତଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା...

ଇନଷ୍ଟାଗ୍ରାମରୁ ପ୍ରେମ, ଲଜ୍‌ରେ କଲେଜ ଛାତ୍ରୀଙ୍କୁ ବଳାତ୍କାର; ଘରୁ ସୁନା-ଟଙ୍କା ଆଣିବାକୁ କହି…

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ କଲେଜ ଛାତ୍ରୀଙ୍କୁ ପ୍ରଲୋଭିତ କରି ଲଜ୍‌ରେ ରଖି ବଳାତ୍କାର କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ବ୍ରହ୍ମପୁର ବଡ଼ବଜାର ପୋଲିସ ବାନ୍ଧିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ତିରୁପତି ନଗର ୪ର୍ଥ ଲାଇନ୍‌ରେ...

ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା ସହରର ଜଣେ ଯୁବକ ଅଂଶୁମାନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି।...

ଠିକାକାମକୁ ନେଇ ଗୋଷ୍ଠୀ ସଂଘର୍ଷ: ଜେଲ ଗଲେ ସରପଞ୍ଚଙ୍କ ସ୍ବାମୀ ସମେତ ଅନ୍ୟଜଣେ…

ଦିଗପହଣ୍ଡି,୧୨ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଭାଜପା ସମର୍ଥିତ ୨ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବାଦ ବିବାଦ ୫ ତାରିଖ...

ଜଙ୍ଗଲରେ ଚଳାଇଥିଲେ ବେଆଇନ କାରବାର, ଅତର୍କିତ ଚଢ଼ାଉ କରି ଅବକାରୀ ବିଭାଗ…

ମୋହନା, ୧୨।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅବକାରୀ ବିଭାଗ ଅତର୍କିତ ଭାବେ ଚଢ଼ାଉ କରି ଦେଶୀ ମହୁଲି ମଦ ଓ ପୋଚ଼ ଜବତ କରିଛି। ବୁଧବାର ଘଟଣାସ୍ଥଳରେ ପୋଚ଼ ନଷ୍ଟ କରାଯାଇଥିବା ଜଣାପଡ଼ିଛି। ମୋହନା ଅବକାରୀ ବିଭାଗର ଭାରପ୍ରାପ୍ତ...

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ ମାଡରେ ବାପାଙ୍କ ମୃତ୍ୟୁ ଘଟିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତ ବାପାଙ୍କ...

ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ରାତିରେ କୁନି ମହାନ୍ତି ନାମକ ମହିଳାଙ୍କୁ ତାଙ୍କ ପଡ଼ୋଶୀ ପନିକିରେ ହାଣି...

ଦିଗପହଣ୍ଡିରେ ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ: ଏତଲା ପରେ ୩ ଯୁବକଙ୍କୁ ଅଟକ ରଖି…

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ କିଛିଦିନର ନୀରବତା ପରେ ପୁଣି ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ ଦେଖାଦେଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା କଡ଼ରେ ଥିବା ମାଛ...

ଉତ୍ତରାଖଣ୍ଡରେ ରାୟଗଡ଼ା ଯୁବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗିଦେଲେ

ରାୟଗଡ଼ା,୭।୧୧ (ଆଶିଷ ରଞ୍ଜନ ପଣ୍ଡା): ଉତ୍ତରାଖଣ୍ଡରେ ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ହତ୍ୟା କରାଯାଇ ମୃତଦେହକୁ ଏକ ନଦୀରେ ଫିଙ୍ଗି ଦିଆଯାଇଥିଲା। ଉତ୍ତରାଖଣ୍ଡ ଲାଲପୁର ଥାନା ପୋଲିସ ଗୁରୁବାର ଅପରାହ୍ନରେ ନଦୀରୁ ମୃତଦେହ ଜବତ କରିଛି।...

୩ ବାର୍‌ହାଙ୍କ ମୃତଦେହ ଜବତ, ୧୧ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଦେବଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ବନ ବିଭାଗ ପକ୍ଷରୁ ରାତ୍ର କାଳୀନ ପାଟ୍ରୋଲିଂ ଚାଲିଥିବାବେଳେ ଦେବଗଡ଼ ବନଖଣ୍ଡ ତଥା ଦେବଗଡ଼ ବନାଞ୍ଚଳ ଓ ଦେବଗଡ଼ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୁନାମୁଣ୍ଡା ଖସଡ଼ା ଜଙ୍ଗଲରୁ ୩ଟି ଜଙ୍ଗଲୀ ବାର୍‌ହାଙ୍କର ମୃତଦେହ ଜବତ କରାଯାଇଛି।...

ସାଙ୍ଗମାନଙ୍କ ସହ ବସି ଗପୁଥିଲେ, ହଠାତ ଲୁହାଛଡ଼ରେ ମରଣାନ୍ତକ ଆକ୍ରମଣ, ୨ଜଣଙ୍କୁ…

ଦିଗପହଣ୍ଡି,୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୬ ଟାରେ ଗାଁ ର ତିନିଛକରେ କୃଷ୍ଣ ଠିଆ ହୋଇ...

ସ୍ତ୍ରୀଙ୍କ ସହ ଶାଶୁ-ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କଲେ ଜ୍ୱାଇଁ, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ବାଙ୍କୀ,୫ା୧୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଶିଶୁଆ ଗ୍ରାମରେ ବୁଧବାର ଘଟିଛି ଏକ ଅଭାବନୀୟ ଘଟଣା କାଣ୍ଡ। ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ-ଶ୍ୱଶୁର ଏବଂ ସ୍ତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷରେ ଜ୍ବାଇଁଙ୍କୁ ବି ପୋଲିସ ଗିରଫ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri