ଅପରାଧ

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ...

ଚଢ଼ାଉ ପରେ ଇଡିର କାର୍ଯ୍ୟାନୁଷ୍ଠାନ: ପୂର୍ବତନ ବିଧାୟକଙ୍କ ୧୩୩ କୋଟିର ଜମା ସିଜ

ଭୁବନେଶ୍ୱର,୧୨।୫(ବ୍ୟୁରୋ): କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ୧୩୩ କୋଟିର ଜମାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସିଜ କରିଛି। ଏଥିସହ ତାଙ୍କ ୬୯ ଲକ୍ଷର ନଗଦ ଟଙ୍କା ମଧ୍ୟ ଜବତ କରାଯାଇଛି। ଅର୍ଥ ହେରଫେର ମାମଲାରେ ଜିତୁଙ୍କ ଘରେ...

ରାତି ଅଧରେ ରାଜଧାନୀରେ ଏନ୍‌କାଉଣ୍ଟର: ଅପରାଧୀ ଚକରା ଆହତ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଆହତ। ବୁଧବାର ମଧ୍ୟରାତ୍ରରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ହୋଇଥିବା ଏନକାଉଣ୍ଟରରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଆହତ ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି...

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ...

୪୪ କଫ୍‌ଶିରପ୍‌ ଜବତ, ଜଣେ ଗିରଫ

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ କୁଲୁଣ୍ଡି ଛକରୁ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୪୪ ଟି କଫ୍‌ଶିରପ୍‌ ଜବତ କରିବା ସହ ଜଣକୁ ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ଜମନକିରା ଥାନା ଗୌଡ଼ପାଲି...

ବୃଦ୍ଧ ଦମ୍ପତିଙ୍କଠାରୁ ଲୁଟିନେଲେ ଟଙ୍କା ବ୍ୟାଗ୍‌

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଖୁଲମଖୁଲା ଭାବେ ଚୋରି, ଡକାୟତି ଚାଲିଥିବା ଦେଖିବାକୁ ମିଳୁଛି। ଲୁଟେରା କେତେବେଳେ କାହାଠାରୁ ଟଙ୍କା ଲୁଟ୍‌ କରି ନେଇଯାଉଛନ୍ତି ତ, କେତେବେଳେ ବସ୍‌ଷ୍ଟାଣ୍ଡରେ ଭୁଜାଲି ଦେଖାଇ ଧମକ ଦେଉଛନ୍ତି। ଏଭଳି ଏକ...

ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର...

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର...

ଡେପୁଟି ସୁପରିଟେଣ୍ଡେଣ୍ଟ୍‌ଙ୍କୁ ମାଡ଼ ମାରି ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ଫେରାର

ପାଟଣା,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ବିଲା ରାମଚନ୍ଦ୍ରପୁର ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ଶନିବାର ଇତିହାସ ଭୂଗୋଳ ପରୀକ୍ଷା ସରିବା ପରେ କପିକୁ ପ୍ରଶୟ ନ ଦେବାରୁ ସେଣ୍ଟରର ଡେପୁଟି ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ ସାହୁଙ୍କୁ ବିଦ୍ୟାଳୟ ସମ୍ମୁଖ ଗେଟ ନିକଟରେ...

ଝରକା ଗ୍ରୀଲ୍‌ ତାଡ଼ି ଲୁଟିନେଲେ ସୁନା ଅଳଙ୍କାର

ପାଟଣା,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଇଁସିରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁଇ ଜଣଙ୍କ ଘରର ଝରକା ଗ୍ରୀଲ ତାଡ଼ି ଘର ଭିତରେ ପଶି ଆଲମୀରା ଭାଙ୍ଗି ସୁନା ଅଳଙ୍କାର ଲୁଟିନେଇଛନ୍ତି । ଟାଇଁସିରା ଗ୍ରାମର ବାଇଧର ସାହୁଙ୍କ...

ପୁଣି ରିମାଣ୍ଡରେ ଆସିବେ ମାଷ୍ଟରମାଇଣ୍ଡ୍‌ ଦୁଷ୍ମନ୍ତ

ଭୁବନେଶ୍ୱର,(ବ୍ୟୁରୋ),୯ା୫: ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଣ ମାମଲାରେ କ୍ରାଇମବ୍ରାଞ୍ଚ ଖିଅ ଖୋଜିବାକୁ ଚେଷ୍ଟା ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡ ଦୁଷ୍ମନ୍ତ କୁମାର ସାହୁଙ୍କ ସହ ସାଇ ପ୍ରକାଶ...

ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି ରିମାଣ୍ଡରେ ଯିବେ। ଏହି ପ୍ରେମୀ ଯୁଗଳଙ୍କୁ ତମାଣ୍ଡୋ ଥାନା ପୋଲିସ ଦ୍ବିତୀୟ ପର୍ଯ୍ୟାୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri