ଅମ୍ଫନ୍ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି
କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦...