ଅମ୍ଫନ୍ ମୁକାବିଲା ଲାଗି ଅଣ୍ଟା ଭିଡ଼ିଲା ଜିଲା ପ୍ରଶାସନ, ପ୍ରସ୍ତୁତି ସମୀକ୍ଷା କଲେ ଡିଜିପି
ବାଲେଶ୍ୱର ଅଫିସ,୧୮ା୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଆଇଜିଙ୍କ ଅଫିସରେ ପହଞ୍ଚି ସମ୍ଭାବ୍ୟ ବାତ୍ୟା ଅମ୍ଫନ୍ର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ସମୀକ୍ଷା କରିଥିଲେ। ପରେ ପ୍ରସ୍ତୁତ ଥିବା ଓଡ୍ରାଫ୍ର ଜିଲା କେନ୍ଦ୍ର ପରିଦର୍ଶନ କରିଥିଲେ।...