ଆମ ଜିଲା ଖବର

କାର୍‌ ଧକ୍କାରେ ଚାଲିଗଲା ହୋମଗାର୍ଡଙ୍କ ଜୀବନ

ରାଇରଙ୍ଗପୁର,୭ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ନାଉଯୋଡ଼ା ପୋଲ ନିକଟବର୍ତ୍ତୀ ୨୨୦ନଂ. ଜାତୀୟ ରାଜପଥରେ ଗୁରୁବାର ରାତିରେ କାର୍‌ ଧକ୍କାରେ ବିଶୋଇ ଥାନାର…

1 year ago

୨ ଘଣ୍ଟାର ପରିଶ୍ରମ ପରେ ଜୀବିତ ଉଦ୍ଧାର ହେଲା ଷଣ୍ଢ

ନାକଟିଦେଉଳ,୭ା୭(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବାଟଗାଁ ପଞ୍ଚାୟତ କୁଞ୍ଜାମୁରା ଗ୍ରାମର ଏକ ଖୋଲା କୂଅ ଭିତରେ ପଡ଼ିଥିବା ବୁଲା ଷଣ୍ଢକୁ ଶୁକ୍ରବାର ଦମକଳ…

1 year ago

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭାଜପା ନେତା

ଗଞ୍ଜାମ,୭।୭(ବିଦ୍ୟାଧର ସାହୁ ): ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଛତ୍ରପୁର ନିର୍ବାଚନମଣ୍ଡଳୀ ଭାଜପା ନେତା ଓ କର୍ମୀ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ଏହି ଅବସରରେ ଗଞ୍ଜାମ ବ୍ଲକ…

1 year ago

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ବୁଲାଇଲେ କଳାକନା

ବ୍ରହ୍ମପୁର,୭ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଲୁଟିଆ ଗ୍ୟାଙ୍ଗ ସକ୍ରିୟ ରହିଛନ୍ତି। ଗୋଷାଣିନୂଆଗାଁ ଥାନା ଅଧୀନ ମୟୂରୀବିହାରରେ ରହୁଥିବା ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ଲୁଟେରା କଳାକାନା…

1 year ago

କୋଏଲ ନଦୀରେ ବୁଡ଼ି ନାବାଳକଙ୍କ ଜୀବନଗଲା

ରାଉରକେଲା,୭।୭(ସଂଗୀତା ଜେନା): ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ଜମସେରା ଘାଟ କୋଏଲ ନଦୀରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଖବରପାଇ ଘଟଣାସ୍ଥଳରେ ରାଉରକେଲା ଅଗ୍ନିଶମ ଟିମ୍‌ ପହଞ୍ଚି…

1 year ago

ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା

ଛତ୍ରପୁର,୭।୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ନୂତନ…

1 year ago

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଆରମ୍ଭ ହେଲା ଜଳ ଯୋଗାଣ: ୪୨୯ଟି ଗାଁର ୧ ଲକ୍ଷ ୧୫ ହଜାର ୬୧୫ ହେକ୍ଟର ଚାଷଜମି ହେବ ଜଳ ସେଚିତ

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି । ହେଲେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷୀମାନେ ପାଣି ପାଇଁ ହନ୍ତସନ୍ତ ହେଉ ଥିବାବେଳେ…

1 year ago

ସ୍ତ୍ରୀ ନେଲେଥିଲେଋଣ: ସ୍ବାମୀଙ୍କୁ ବାନ୍ଧିଲେ ମହିଳା

ଚାନ୍ଦବାଲି, ୭।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅଧୀନ କୃଷ୍ଣନଗରରେ ମହିଳାମାନଙ୍କ କଙ୍ଗାରୁକୋର୍ଟ ଦେଖିବାକୁ ମିଳିଛି । ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ କୃଷ୍ଣ…

1 year ago

ନୂଆ ରୂପ ନେବ ସ୍ବାସ୍ଥ୍ୟକେନ୍ଦ୍ର, ୨ କୋଟି ୭୮ ଲକ୍ଷ ବ୍ୟୟ ବରାଦ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ସମସ୍ୟା ରହିଛି। ପିଇବାପାଣିଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପର୍ଯ୍ୟଟନକ୍ଷେତ୍ର ଆଦିର ସମସ୍ୟା ଏବେ…

1 year ago

କାମ କରୁନି ସିସିଟିଭି କ୍ୟାମେରା

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଲାଗିଥିବା ସିସିଟିଭି କ୍ୟାମେରା ଅଚଳ ହୋଇ ପଡିରହିଛି। ସହରରେ ଅପରାଧକୁ ନିୟନ୍ତ୍ରଣ କରିବା ସହ ଅପରାଧିକ କାର୍ଯ୍ୟକଳାପ…

1 year ago