Advertisement

ଆମ ଜିଲା ଖବର

ଓଲଟିଲା ବସ୍‌: ଚାପି ହୋଇଗଲେ ଜଣେ, ୩୦ ଆହତଓଲଟିଲା ବସ୍‌: ଚାପି ହୋଇଗଲେ ଜଣେ, ୩୦ ଆହତ

ଓଲଟିଲା ବସ୍‌: ଚାପି ହୋଇଗଲେ ଜଣେ, ୩୦ ଆହତ

ସୁନ୍ଦରଗଡ଼,୧୩ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲାରୁ ମା’ ସମଲେଶ୍ବରୀ ଘରୋଇ ବସ୍‌ ସୁନ୍ଦରଗଡ଼କୁ ଆସୁଥିବା ବେଳେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ତେଲେନଡ଼ିହିରେ ସାମ୍ନା…

7 hours ago
କାଜୁବଗିଚାରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକାଜୁବଗିଚାରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

କାଜୁବଗିଚାରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଝରିଗାଁ,୧୩ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚିତାବେଡ଼ା ପଞ୍ଚାୟତର ସିଉନାଗୁଡ଼ା ଗ୍ରାମରେ ବେକରେ ଓଢ଼ଣୀ ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୂଚନାନୁସାରେ ସିଉନାଗୁଡ଼ା…

7 hours ago
ବେଆଇନ ବନ୍ଧୁକ କାରଖାନା ଠାବ, ୪ ଅଭିଯୁକ୍ତଙ୍କୁ ଉଠାଇ ନେଲା କୋଲକାତା ପୋଲିସବେଆଇନ ବନ୍ଧୁକ କାରଖାନା ଠାବ, ୪ ଅଭିଯୁକ୍ତଙ୍କୁ ଉଠାଇ ନେଲା କୋଲକାତା ପୋଲିସ

ବେଆଇନ ବନ୍ଧୁକ କାରଖାନା ଠାବ, ୪ ଅଭିଯୁକ୍ତଙ୍କୁ ଉଠାଇ ନେଲା କୋଲକାତା ପୋଲିସ

କଟକ ସଦର,୧୩ା୩(ସୁଶାନ୍ତ କୁମାର ଜେନା): କଟକ କମିଶନରେଟ ପୋଲିସ ଅଧିନସ୍ଥ ୪୨ ମୌଜା ଥାନା ଅନ୍ତର୍ଗତ ଧୂଳିଶ୍ୱର୍‌ ଗ୍ରାମର ଏକ ବେଆଇନ ବନ୍ଧୁକ କାରଖାନା ଉପରେ ଗୁରୁବାର…

8 hours ago
ଶୋଇଥିବା ବେଳେ ଗାମୁଛା ଭିଡ଼ି ଦୁଇ ନାବାଳକ ଭାଇଙ୍କୁ ହତ୍ୟା: ଗିରଫ ହେଲେ ବାପା, ଜେଜେ ମା’ଶୋଇଥିବା ବେଳେ ଗାମୁଛା ଭିଡ଼ି ଦୁଇ ନାବାଳକ ଭାଇଙ୍କୁ ହତ୍ୟା: ଗିରଫ ହେଲେ ବାପା, ଜେଜେ ମା’

ଶୋଇଥିବା ବେଳେ ଗାମୁଛା ଭିଡ଼ି ଦୁଇ ନାବାଳକ ଭାଇଙ୍କୁ ହତ୍ୟା: ଗିରଫ ହେଲେ ବାପା, ଜେଜେ ମା’

ନୟାଗଡ଼,୧୩ା୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚେଙ୍ଗେଡ଼ା ଗାଁରେ ୨ ନାବାଳକ ଭାଇଙ୍କୁ ହତ୍ୟା ଘଟଣାରେ ଅଟକ ଥିବା ବାପା ପ୍ରକାଶ ମହାନ୍ତି ଓ ଜେଜେମା…

8 hours ago
ଘରେ ଶୋଇଥିବା ବେଳେ ଉପରେ ଖସିପଡ଼ିଲା ଚାଳ, ଜଣଙ୍କ ଜୀବନ ଗଲାଘରେ ଶୋଇଥିବା ବେଳେ ଉପରେ ଖସିପଡ଼ିଲା ଚାଳ, ଜଣଙ୍କ ଜୀବନ ଗଲା

ଘରେ ଶୋଇଥିବା ବେଳେ ଉପରେ ଖସିପଡ଼ିଲା ଚାଳ, ଜଣଙ୍କ ଜୀବନ ଗଲା

ବଣାଇଁ,୧୩ା୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଦେଉଳହୁଡ଼ି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଦୀର୍ଘଦିନ ହେବ ଗ୍ରାମର ଜେନା ମୁଣ୍ଡାରୀ ଘର ଖଣ୍ଡେ…

10 hours ago
ବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତ

ବାଳକ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ: ବିଭିନ୍ନ ପ୍ରତିଯୋଗିତାରେ ଛାତ୍ର ପୁରସ୍କୃତ

ଲାଞ୍ଜିଗଡ଼,୧୨।୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ ପିଭିଟିଜି ବାଳକ ଆଶ୍ରମ ବିଦ୍ୟାଳୟରେ ପ୍ରଥମ ବାର୍ଷିକ ଉତ୍ସବ ବୁଧବାର ବିଦ୍ୟାଳୟ ପରିସର ଠାରେ ଅନୁଷ୍ଠିତ ହୋଇଯାଇଛି…

11 hours ago
ଗୋ’ଚାଲାଣ ହବ ପାଲଟିଛି କାଲିମେଳା ଅଞ୍ଚଳଗୋ’ଚାଲାଣ ହବ ପାଲଟିଛି କାଲିମେଳା ଅଞ୍ଚଳ

ଗୋ’ଚାଲାଣ ହବ ପାଲଟିଛି କାଲିମେଳା ଅଞ୍ଚଳ

କାଲିମେଳା, ୧୩।୩(ଜୀବନ କୃଷ୍ଣ ଦାସ): ଗୋ’ଚାଲାଣ ହବ ପାଲଟିଛି କାଲିମେଳା ଅଞ୍ଚଳ। କାଲିମେଳା ପୋଲିସ ଦ୍ୱରା ପୋଡ଼ଶୀ ରାଜ୍ୟ ଚାଲାଣ ହେଉଥିବା ଗାଈ ଜବତ ସହିତ ୬…

11 hours ago
ଜଙ୍ଗଲ ସୁରକ୍ଷିତ ରଖିବା ପାଇଁ ସହଯୋଗ ଲୋଡ଼ିଲେ ଡିଏଫ୍‌ଓଜଙ୍ଗଲ ସୁରକ୍ଷିତ ରଖିବା ପାଇଁ ସହଯୋଗ ଲୋଡ଼ିଲେ ଡିଏଫ୍‌ଓ

ଜଙ୍ଗଲ ସୁରକ୍ଷିତ ରଖିବା ପାଇଁ ସହଯୋଗ ଲୋଡ଼ିଲେ ଡିଏଫ୍‌ଓ

ଭଞ୍ଜନଗର,୧୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଗୁରୁବାର ଜଙ୍ଗଲ ସୁରକ୍ଷା ବାର୍ତ୍ତା ନେଇ କଣ୍ଟେଇପଲ୍ଲୀ ଛକରୁ ଏକ ସାଇକେଲ…

11 hours ago
ଚମକିଲେ କଳାହାଣ୍ଡିର ପୁଅ ଆଶିଷ ସରାଫଚମକିଲେ କଳାହାଣ୍ଡିର ପୁଅ ଆଶିଷ ସରାଫ

ଚମକିଲେ କଳାହାଣ୍ଡିର ପୁଅ ଆଶିଷ ସରାଫ

ଭବାନୀପାଟଣା,୧୩ା୩(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ରେଳବାଇ ଅଡିଟୋରିୟରେ ବିଶ୍ବ ଗ୍ରୁପ୍‌ ପକ୍ଷରୁ ଆୟୋଜିତ ଓଡ଼ିଶା ବିୟୁଟି ଏକ୍ସପୋ ସିଜିନ ୯ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେକ୍‌ଅପ୍‌ (ସାଜସଜ୍ଜା)…

12 hours ago
ନୂଆପଡ଼ା ଜିଲାରେ ୧୭,୫୩୬ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟନୂଆପଡ଼ା ଜିଲାରେ ୧୭,୫୩୬ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ

ନୂଆପଡ଼ା ଜିଲାରେ ୧୭,୫୩୬ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ

ନୂଆପଡ଼ା,୧୩ା୩ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡ଼ିଆଠାରେ ଜିଲା ପ୍ରଶାସନ ଓ ଓଡ଼ିଶା ଜୀବିକା ମିଶନ ନୂଆପଡ଼ାଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି…

12 hours ago