ଆମ ଜିଲା ଖବର

ବୈଷୟିକ ଛାତ୍ରୀଛାତ୍ର ସଫଳ ଉଦ୍ୟୋଗୀ ହେବା ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୬।୪ - ବାଲେଶ୍ୱର କୁରୁଡ଼ାସ୍ଥିତ ବୈଷୟିକ ଶିକ୍ଷାନୁଷ୍ଠାନ ଏକାଡ଼େମୀ ଅଫ ବିଜ୍‌ନେସ ଆଡ଼ମିନଷ୍ଟ୍ରେଶନ (ଏବିଏ)ର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକୀରମୋହନ ସାହିତ୍ୟ…

3 years ago

ଧାନ ବିକ୍ରିରୁ ବଞ୍ଚିତ ୯୭୪ ଚାଷୀ

ଚମ୍ପୁଆ, ୬।୪(ଡି.ଏନ୍‌.ଏ.) - କେନ୍ଦୁଝର ଜିଲା ଚମ୍ପୁଆ ଓ ଭଣ୍ଡା ଲ୍ୟାମ୍ପର ୯୭୪ ଜଣ ଚାଷୀ ଧାନ ବିକ୍ରିରୁ ବଞ୍ଚିତ ହୋଇଛନ୍ତି। ୨୦୨୧-୨୨ର ଖରିଫ ଋତୁରେ ଟୋକନ୍‌…

3 years ago

ଚିନ୍ତା ବଢ଼ାଇଛି ନକଲି ସାର, କୀଟନାଶକ

ରବିନାରାୟଣ ପାତ୍ର,  ଜଳେଶ୍ୱର, ୬।୪ - ଚଳିତ ରବିଋତୁରେ ବାଲେଶ୍ୱର ଜିଲା ଜଳେଶ୍ୱର କୃଷି ଜିଲାରେ ବ୍ୟାପକ ରବିଧାନ ଚାଷ ହୋଇଥିବା ବେଳେ ନକଲି ସାର ଓ…

3 years ago

‘କୌଶଳ ପ୍ରୟୋଗ କଲେ ସୁରକ୍ଷିତ ରହିବ’

ଛେଣ୍ଡିପଦା,୬।୪(ସ୍ବ.ପ୍ର.) - ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କୋଶଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ଆମତ୍ରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଭାମାରାଣୀ…

3 years ago

ଭଲ ନ ଲାଗିବାରୁ ରୋଷ ଘର ଚୁଲି ଭାଙ୍ଗିଥିଲେ: ଏସ୍‌ପି

ପୁରୀ ଅଫିସ,୬।୪: ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିବା ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେହି ସନ୍ଦିଗ୍ଧ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ଥାନା…

3 years ago

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ୍‌, ୬।୪ - ଗ୍ରାମୀଣ ପର୍ଯ୍ୟଟନରେ ସାମିଲ ହୋଇଥିବା ଢେଙ୍କାନାଳର କଳାକୃତି ଗ୍ରାମ ସଦେଇବେରେଣୀ-ନବଜୀବନପୁର ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଡୋକ୍ରା ହସ୍ତଶିଳ୍ପକୁ ନେଇ ସମୃଦ୍ଧ…

3 years ago

୨୨ରୁ ମହିମା ଜ୍ୟୋତିଯାତ୍ରା

ଢେଙ୍କାନାଳ ଅଫିସ, ୬।୪ - ମହିମା ଧର୍ମର ପ୍ରଚାର ପ୍ରସାର ଲାଗି ନବମ ବ୍ରହ୍ମଜ୍ୟୋତି ଯାତ୍ରା ଆସନ୍ତା ଏପ୍ରିଲ ୨୨ ଓ ୨୩ ତାରିଖରେ ଅନୁଷ୍ଠିତ ହେବ।…

3 years ago

ଫ୍ଲୋରେନ୍ସିଆଙ୍କୁ କୋଚ୍‌ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୬।୪ - ଢେଙ୍କାନାଳ ହକିର ହୃତଗୌରବ ଫେରାଇ ଆଣିବାକୁ ଆରମ୍ଭ ହୋଇଛି ଉଦ୍ୟମ। ଜିଲାର ପ୍ରତିଭାବାନ୍‌ ହକି ଖେଳାଳିଙ୍କୁ ଚୟନ କରି ଉନ୍ନତ ପ୍ରଶିକ୍ଷଣ…

3 years ago

ଧରାପଡ଼ିଲା ଖୁଣ୍ଟ ଚୋରି ଗ୍ୟାଙ୍ଗ୍‌

ରାସୋଳ, ୬।୪(ଡି.ଏନ୍‌.ଏ.) - ବିଦ୍ୟୁତ୍‌ ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା କମ୍ପାନୀ ଦିନବେଳା ଯେଉଁ ସବୁ ଖୁଣ୍ଟ ପୋତୁଥିଲା, ସେସବୁକୁ ରାତିରେ ଯୋଜନାବଦ୍ଧ ଭାବେ ଗ୍ୟାସ୍‌ କଟରରେ…

3 years ago

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ସନ୍ଦିଗ୍ଧଙ୍କୁ ଜେରା

ପୁରୀ ଅଫିସ,୬।୪: ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ଅଟକ ସନ୍ଦିଗ୍ଧକୁ ଜେରା କରୁଛି ପୋଲିସ। ସିସିଟିଭି ଆଧାରରେ ସନ୍ଦିଗ୍ଧଙ୍କୁ ପଚରାଉଚରା କରାଯାଉଛି। ସନ୍ଦିଗ୍ଧଜଣଙ୍କ କେବଳ ଚୁଲି…

3 years ago