ଆମ ଜିଲା ଖବର

ସରିଲା ନିର୍ବାଚନ: ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ସୁନ୍ଦରଗଡ଼,୨୪ା୨(ଡି.ଏନ୍‌.ଏ.): ଗୁରୁବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ସୁନ୍ଦରଗଡ ଜିଲାରେ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଛି। ସୁନ୍ଦରଗଡ଼ ସଦର,ଟାଙ୍ଗରପାଲି ଏବଂ…

3 years ago

ସୀମାନ୍ତ ଗ୍ରାମବାସୀଙ୍କୁ ରୋଜଗାର ବାଟ ଦେଖାଇବ ଷ୍ଟ୍ରବେରି ଚାଷ

ପଟ୍ଟାଙ୍ଗୀ,୨୪।୨(ଡି.ଏନ.ଏ.) ସୀମାନ୍ତ ଗ୍ରାମରେ ବସବାସ କରୁଥିବା ଲୋକେ କିପରି ସ୍ବାବଲମ୍ବୀ ହୋଇ ରୋଜଗାରକ୍ଷମ ହୋଇ ପାରିବେ ସେନେଇ ଜିଲା ପ୍ରଶାସନ ବିଭିନ୍ନ ଯୋଜନାମାନ କାର୍ଯ୍ୟକାରୀ କରିଆସୁଛି। କୋରାପୁଟ…

3 years ago

ଖଟିଆରେ ୨ କି.ମି. ବୁହାହେଲେ ରୋଗୀ

ମୁନିଗୁଡା,୨୪।୨(ଡି.ଏନ୍‌.ଏ.) ରାସ୍ତା ଖରାପ ଥିବାରୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଫଳରେ ରୋଗୀଙ୍କୁ ପରିବାର ଲୋକେ ୨ କି.ମି. ଦୂରରେ ଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଖଟିଆରେ ବୋହି…

3 years ago

ରାସ୍ତା କାମରେ ଅବ୍ୟବସ୍ଥା, ମାନୁନାହାନ୍ତି ଗାଇଡ୍‌ଲାଇନ

ଗୋବିନ୍ଦପାଲି,୨୪।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ୨ଟି ପଞ୍ଚାୟତ ବଡଡୁରାଲ ଓ ମାଡ଼କାପଦରକୁ ବ୍ଲକ ଓ ଜିଲା ସଦର ମହକୁମା ସହିତ ଯୋଡିବା ଉଦ୍ଦେଶ୍ୟରେ ଗୋବିନ୍ଦପାଲିଠାରୁ…

3 years ago

ସମିତି ଦଖଲ ପାଇଁ ଛକାପଞ୍ଝା

ଢେଙ୍କାନାଳ ଅଫିସ, ୨୪।୨:  ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୪ ପର୍ଯ୍ୟାୟରେ ଶେଷ ହୋଇଛି। ଏହାପରେ ଜିଲାର ୮ ବ୍ଲକ ମଧ୍ୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ…

3 years ago

ଭୋଟ୍‌ ଦେବାକୁ ଆସିଲେନି ଗ୍ରାମବାସୀ, ଖାଲିପଡ଼ିଛି ବୁଥ୍‌

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ରସୁଲପୁର ବ୍ଲକ ଶ୍ରୀବନ୍ତପୁର ପଞ୍ଚାୟତ ଅନ୍ତର୍ଗତ ବାଉଁଶଅଣ୍ଟା(ବଡ଼) ଗ୍ରାମବାସୀ ବିଭିନ୍ନ ମୌଳିକ ସମସ୍ୟା ଏବଂ ଜନହିତକର ଯୋଜନାରୁ ବାଦ୍‌ ପଡ଼ିଥିବା ଅଭିଯୋଗରେ…

3 years ago

ବାଲଟ ପେପର ଛଡ଼ାଇନେଲେ ଏଜେଣ୍ଟ, ନିର୍ବାଚନ ବାତିଲ

ଭଦ୍ରକ ଅଫିସ,୨୪ା୨: ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତ ୧ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଏଜେଣ୍ଟ ବୁଥ୍‌ରୁ ବାଲଟ ପେପର…

3 years ago

ପୋଲ ମରାମତିରେ ଅନିୟମିତତା

ଖଇରା, ୨୪।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର-ସୁଣ୍ଢିରା ରାସ୍ତାର ମଝିରେ ନିର୍ମିତ ପକ୍କା ପୋଲର ମରାମତି କାମରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ଥାନୀୟ ସୁଣ୍ଢିରା…

3 years ago

ନିଆଳିର ୯ଟି ବୁଥ୍‌ରେ ମତଦାନ ବନ୍ଦ

ନିଆଳି,୨୪ା୨(ଡି.ଏନ୍‌.ଏ.): କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ପୋଖରୀ ଗାଁ ପଞ୍ଚାୟତରେ ଗୁରୁବାର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ୧୧, ୧୨, ୧୩,…

3 years ago

ଖତ ଖାଉଛି ଦିବ୍ୟାଙ୍ଗଙ୍କ ସହାୟକ ଉପକରଣ

ପାରଳାଖେମୁଣ୍ଡି,୨୪।୨(ଡି.ଏନ୍‌.ଏ.):  ଗଜପତି ଜିଲା ମୋହନା ବ୍ଲକ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀଙ୍କ ଗୋଦାମ ଗୃହରେ ଦିବ୍ୟାଙ୍ଗମାନଙ୍କ ପାଇଁ ଆସୁଥିବା ସହାୟକ ଉପକରଣ ଖତ ଖାଇବାରେ ଲାଗିଛି। ପ୍ରଶାସନ…

3 years ago