ଉମରକୋଟ, ୧୬।୧(ସ୍ବ.ପ୍ର.) ଉମରକୋଟ ପୌର ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଏ ନେଇ ଶନିବାର ରାଜ୍ୟ ନିର୍ବାଚନ କମିଶନର ଘୋଷଣା କରିଛନ୍ତି।…
ଭୋଗରାଇ, ୧୬।୧(ଡି.ଏନ.ଏ.) ପଶ୍ଚିମବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ଶୁକ୍ରବାର ନିଶିବସାନ ମହେନ୍ଦ୍ର ବେଳାରେ ୭ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ସମୁଦ୍ରରେ ମକରବୁଡ଼ ଦେଇଛନ୍ତି।…
ପଦ୍ମପୁର, ୧୬।୧(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ ପ୍ରତିଶ୍ରୁତି…
ବୈପାରିଗୁଡ଼ା,୧୬।୧(ଡି.ଏନ୍.ଏ.) କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର କସମଗୁଡ଼ା ଗ୍ରାମର କେତେଜଣ ହିତାଧିକାରୀଙ୍କ କାଳିଆ, ପିଏମ୍ କିଷାନ ଯୋଜନା ଅର୍ଥ ପ୍ରଦାନରେ ବାଟମାରଣା ସମ୍ପର୍କିତ…
ମାଲକାନଗିରି,୧୬।୧ (ଡି.ଏନ୍.ଏ.) କାହା ପାଖରେ ପ୍ରତିଭା ଅଛି ତ ସୁଯୋଗ ନାହିଁ, ଆଉ କାହା ପାଖରେ ସୁଯୋଗ ଅଛି ତ ପ୍ରତିଭା ନାହିଁ। ଯେଉଁଠି ପ୍ରତିଭା ଅଛନ୍ତି…
ଗଞ୍ଜାମ,୧୬ା୧(ଡି.ଏନ୍.ଏ.): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ପରେ ଆଚରଣ ବିଧି ଲାଗୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ବିଭିନ୍ନ ସ୍ଥାନରେ…
ରାୟଗଡ଼ା ଅଫିସ/ଗୁଣପୁର,୧୬।୧(ଡି.ଏନ୍.ଏ.)- ପୌର ପରିଷଦର ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶନର ୧୫…
କୋକସରା,୧୬।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ମୁମୂର୍ଷୁ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ…
ପୁରୀ ଅଫିସ,୧୬।୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଗୁଲ ବାଜିବା ପରେ ଶନିବାର ରାଜ୍ୟର ସମସ୍ତ ପୌରପାଳିକାର ଅଧ୍ୟକ୍ଷ ଆସନ ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି…
ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧାରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଲୋକେଶ୍ୱରରେ ଜଣଙ୍କ ପାଚେରି ଭାଙ୍ଗିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଇଭିଏମ୍…