ଅନୁଗୋଳ ଅଫିସ, ୨୦।୧୨: ଅନୁଗୋଳ ଜିଲା କାର୍ଯ୍ୟାଳୟରେ ପାଳନ ହେଉଛି ସରକାରୀ ନିର୍ଦ୍ଦେଶନାମା। ବଦଳି ହେଉଛି ବଡ଼ବାବୁମାନଙ୍କର। ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରୀ ନିର୍ଦ୍ଦେଶନାମାକୁ ବେଖାତିର କରାଯାଉଛି।…
ଢେଙ୍କାନାଳ ଅଫିସ, ୨୦।୧୨: ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଅପହଞ୍ଚ ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ। ଅଞ୍ଚଳରେ ରାସ୍ତାଘାଟ, ପାନୀୟଜଳ, ଶିକ୍ଷା, ସ୍ବାସ୍ଥ୍ୟ ସମେତ…
ଢେଙ୍କାନାଳ ଅଫିସ, ୨୦।୧୨: ରଙ୍ଗବେରଙ୍ଗ କନାରେ ଢାଙ୍କି ହୋଇ ଆକର୍ଷଣୀୟ ଦେଖାଯାଉଛି ପ୍ଲାଷ୍ଟିକ୍ କଣ୍ଢେଇ। ରାସ୍ତାରେ ଯାଉଥିବା ଯାତ୍ରୀମାନେ ଏଭଳି ଚମତ୍କାର କାରିଗରି ଦେଖି ଅଟକି ଯାଉଛନ୍ତି ଘଡ଼ିଏ।…
ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଓ ଦଲକି ସଂରକ୍ଷିତ ଜଙ୍ଗଲରେ ୪୦ରୁ ଊର୍ଦ୍ଧ୍ୱ ଝାଡ଼ଖଣ୍ଡୀ ହାତୀପଲ ରହିଛନ୍ତି। ଦୁଇ ଦଳରେ ବିଭକ୍ତ ହୋଇ…
ଭଦ୍ରକ ଅଫିସ, ୨୦।୧୨: ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପକ୍ଷ ଅପରପକ୍ଷଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଅଭିଯୋଗ ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ…
ଖଇରା/ଔପଦା, ୨୦।୧୨(ଡି.ଏନ.ଏ): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ୨ଚୋରଙ୍କୁୁ ଧରି ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ୫ଦିନ ଧରି ଖୋଳତାଡ଼ ପରେ ସେମାନଙ୍କଠାରୁ ନଗଦ ୧.୫ଲକ୍ଷ ଟଙ୍କା…
କେନ୍ଦୁଝର,୨୦।୧୨(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଶିକ୍ଷକ ଅଭାବ ଯୋଗୁ ୨୦୮ଟି ସରକାରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀଶିକ୍ଷକ ପଦବୀ ଖାଲି ରହିଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂସ୍କୃତ ଶିକ୍ଷକମାନେ…
ଜଳେଶ୍ୱର,୨୦।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଉପାନ୍ତ ଗ୍ରାମ ସହିତ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର ଜିଲା ମୋହନପୁର ସହିତ ଗମନାଗମନ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଆନ୍ତଃ ରାଜ୍ୟ ସଂଯୋଗୀକରଣ ଯୋଜନା…
ଚମ୍ପୁଆ,୨୦।୧୨(ଡି.ଏନ.ଏ) ଧାନ ଅମଳ ପ୍ରାୟ ୯୯ ଭାଗ ଶେଷ ହୋଇଯାଇଥିବା ବେଳେ ଚାଷୀ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ବସ୍ତା। ଧାନ ସାଇତି ରଖିବା ହେଉ କି…
ସିମୁଳିଆ, ୨୦।୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କାର୍ଯ୍ୟରତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍ଏସ୍)ର ଜଳ ଯୋଗାଣ କର୍ମଚାରୀ(ପମ୍ପ ଡ୍ରାଇଭର)ମାନଙ୍କୁ ଗତ ୬ବର୍ଷ ହେଲା ଦରମା ମିଳିନାହିଁ। ସିମୁଳିଆ…