କୋରୁକୋକଣ୍ଡା, ୭।୩(ଡି.ଏନ୍.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା…
ବେଗୁନିଆ,୭ା୩(ଡି.ଏନ୍.ଏ.): ଗତ କିଛିଦିନ ଧରି ପ୍ରଚଣ୍ଡ ତାତି ଯୋଗୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଫଳରେ ଲୋକେ ପାଣି ପାଇଁ…
କଟକ ଅଫିସ, ୭ା୩: କଟକ ବଜ୍ରକବାଟିସ୍ଥିତ ବାଣିଜ୍ୟକର ମାର୍କେଟ କମ୍ପ୍ଲେକ୍ସ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି କମ୍ପ୍ଲେକ୍ସ ଛାତରୁ ପଲସ୍ତରା ଖସି ରଡ ଦେଖାଯାଉଛି। ଏଠାରେ ଦୋକାନ…
ପାରାଦୀପ, ୭ା୩(ସ୍ବ.ପ୍ର.): ପାରାଦୀପ ସମେତ ଓଡ଼ିଶାର ୪ ସ୍ଥାନରେ ସପ୍ତାହେ ହେଲା ପ୍ରଥମ କରି ସାମୁଦ୍ରିକ ଶୈବାଳ ଚାଷ ଆରମ୍ଭ ହୋଇଛି। ଅନ୍ୟ ସ୍ଥାନ ହେଲା ଗଞ୍ଜାମ,…
ପୁରୀ ଅଫିସ,୭।୩: କିଛିଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରରେ ପୁଣି ରକ୍ତଛିଟା ଓ ବାନ୍ତି ପଡ଼ିଥିଲା। ଫଳରେ ନୀତି ବିଳମ୍ବ ସହ ମହାପ୍ରଭୁଙ୍କୁ ୨ ଥର ମହାସ୍ନାନ କରାଯାଇଛି।…
ଛତ୍ରପୁର,୭।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ହୁମୁରୀ ତାମ୍ପରା ପର୍ଯ୍ୟଟନ କ୍ଷେତ୍ରକୁ ନୂତନ ରୂପ ମିଳିଛି। ତାମ୍ପରା ଲେକ୍ ଭିୟୁ ଫ୍ରଣ୍ଟ୍ ପର୍ଯ୍ୟଟକଙ୍କ ପାଇଁ ଟ୍ରାଏଲ ବେସିସ୍ରେ…
ଢେଙ୍କାନାଳ ଅଫିସ, ୭।୩: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ଏବଂ ଏକାଧିକ ଡ୍ୟାମ ଥାଇ ଜଳସଙ୍କଟରେ ଘାଣ୍ଟି ହେଉଥିବା ଢେଙ୍କାନାଳ ଜିଲାବାସୀକୁ ଆଶ୍ୱସ୍ତ କରିଛନ୍ତି ରାଜ୍ୟ ସରକାର।…
କାମାକ୍ଷାନଗର, ୭।୩(ଡି.ଏନ.ଏ.): ପ୍ରକୃତିର ବିଚିତ୍ରମୟ ପ୍ରାଣୀ ମଧ୍ୟରେ ଅନ୍ୟତମ ବାଦୁଡ଼ି। ଉଭୟ ପକ୍ଷୀ ଏବଂ ପଶୁ ପ୍ରବୃତ୍ତିଧାରୀ ଏହି ସ୍ତନ୍ୟପାୟୀ ପ୍ରାଣୀକୁ ପ୍ରକୃତିର ବନ୍ଧୁ ବୋଲି ଆଖ୍ୟା ଦିଆଯାଇଛି।…
ଅନୁଗୋଳ ଅଫିସ, ୭।୩: ଅନୁଗୋଳ ଜିଲାର ୯୪ ମଣ୍ଡିରେ ଧାନ ବିକ୍ରି କରିବାକୁ ମୋଟ ୩୪ ହଜାର ୯୨୬ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଜିଲାରୁ…
ବୌଦ୍ଧ/ତଳଗାଁ,୭ା୩, ବୌଦ୍ଧ ଜିଲାର ସଂରକ୍ଷିତ ଜଙ୍ଗଲଗୁଡିକ ଏବେ ନିଆଁ ଘେରରେ। କଣ୍ଟାମାଳ, ମନମୁଣ୍ଡା, ବୌଦ୍ଧ, ପୁରୁଣାକଟକ ଓ ମାଧପୁର ରେଞ୍ଜର ବିଭିନ୍ନ ସ୍ଥାନରେ ନିଆଁ ଲାଗିଛି। ଜିଲା…