ବୌଦ୍ଧ,୨୯ା୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାରେ ପୁଣି ୧୩୦ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଜିଲାକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୭୬୧ରେ ପହଞ୍ଚତ୍ଛି । ସେହିପରି…
ଯୋଡା, ୨୯ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବିଡିଓ ଛତୁଆ ବିଲ୍ ପାସ୍ କରିବା ଆଳରେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଶୁକ୍ରବାର ଯୋଡ଼ା ଥାନାରେ ଲିଖିତ ଅଭିଯୋଗ…
ମନମୁଣ୍ଡା,୨୯।୫ (ଡି.ଏନ.ଏ.)- ଚଳିତବର୍ଷ କରୋନା କଟକଣା ଯୋଗୁ ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡାଠାରେ ଥିବା ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା ରୀତିନୀତି ପୂଜକଙ୍କ ସମେତ ୫ ଜଣଙ୍କୁ ନେଇ…
ଢେଙ୍କାନାଳ ଅଫିସ, ୨୯।୫-କୋଭିଡ୍-୧୯ ମୁକାବିଲା ଏବଂ ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମର ସୁପରିଚାଳନା ଲାଗି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ଢେଙ୍କାନାଳ ଜିଲାକୁ ୩୬.୧୩ କୋଟି ଟଙ୍କା ମଞ୍ଜୁର କରାଯାଇଛି।…
ଢେଙ୍କାନାଳ ଅଫିସ, ୨୯।୫-ଲକ୍ଡାଉନ ନିୟମ ଭାଙ୍ଗି ଖୋଲାଖୋଲି ମଦ ବିକ୍ରି କରୁଥିବା ଅଭିଯୋଗରେ ଢେଙ୍କାନାଳ ସହରରେ୨ ବିଦେଶୀ ମଦ ଦୋକାନକୁ ପୋଲିସ ସିଲ୍ କରିଛି। ଜିଲାପାଳ ଭୂମେଶ…
ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଷ୍ଟାଡିୟମ ପରିସରରେ ରହୁଥିବା ଜଣେ ଯାଯାବର ବୃଦ୍ଧ କାର୍ତ୍ତିକା ସେକରା(୭୫)ଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଖାଦ୍ୟାଭାବ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା…
ବଅଁରପାଳ, ୨୯ା୫(ଡି.ଏନ.ଏ.)- ନାଲ୍କୋ ଆଶପଣ୍ଡରୁ ଗୁରୁବାର ପାଉଁଶଗୁଣ୍ଡ ଉଡିବାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ଦେଇଦେଇଛି। ପ୍ରତିବାଦରେ କୁକୁଡାଙ୍ଗ…
ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମୌସୁମୀ…
ଅନୁଗୋଳ ଅଫିସ, ୨୯।୫- କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ୩୦ ତାରିଖ ଅପରାହ୍ନରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ…
ବାଲିଗୁଡା,୨୯ା୫(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଘର…