କୋକସରା, ୨୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ପୂର୍ତ୍ତ ବିଭାଗ ଅଧୀନ ସାନପୋଡ଼ାଗୁଡାଠାରୁ ଗୋତମୁଣ୍ଡା ରାସ୍ତାର ଏବେ ଦୋହରୀକରଣ ଚାଲିଛି। ଏଥିଲାଗି ସୂଚନା ଫଳକ ଲଗା ଯାଇନାହିଁ।…
ଲୋଇସିଂହା,୨୧।୫(ଡି.ଏନ.ଏ.): ମହାମାରୀ କରୋନା ମୁକାବିଲାରେ ଆୟୁଷ ଡାକ୍ତରମାନେ ପ୍ରମୁଖ ଦାୟିତ୍ୱ ନିର୍ବାହ କରୁଛନ୍ତି। ହେଲେ ରାଜ୍ୟ ସରକାର ସେମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ଦେଇନାହାନ୍ତି। ଏଥି ସହିତ…
ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍ ଭିତ୍ତିଭୂମି ନଷ୍ଟ…
ବଅଁରପାଳ,୨୧ା୫,(ଡି.ଏନ.ଏ.)-ବଅଁରପାଳ ଥାନା ମହିଧରପୁର ନିକଟରେ ପୋଲିସ ଚଢାଉ କରି ଏକ ମିନିଟ୍ରକରୁ ପ୍ରାୟ ୪ ଟନ୍ର ଚୋରା କୋଇଲା ଜବତ କରିଛି। ବୁଧବାର ରାତିରେ ଏହି ମିନିଟ୍ରକଟି…
ବନ୍ତ,୨୧।୫(ଡି.ଏନ୍.ଏ.)-କରୋନା ମହାମାରୀ ମୁକାବିଲା ପାଇଁ ଗତ ମାର୍ଚ୍ଚ ଶେଷ ସପ୍ତାହଠାରୁ ଦେଶରେ ଲକଡାଉନ ଜାରି ରହିଛି। ସେହିଦିନଠାରୁ ଭଦ୍ରକ ଜିଲା ବନ୍ତ ବଜାରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ…
ବ୍ରହ୍ମପୁର ଅଫିସ , ୨୧।୫ : ଗଞ୍ଜାମ ଜିଲା ବ୍ରହ୍ମପୁର ଏସ୍ପି ଓ ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ଠାରୁ ଅଳ୍ପ ଦୂରରେ ବାଳସୁଧାର ଗୃହ ରହିଛି…
ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ…
କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍…
ବନ୍ତ,୨୧।୫(ଡି.ଏନ୍.ଏ.)-ବାତ୍ୟା ‘ଅମ୍ଫନ୍’ ପ୍ରଭାବରେ ଭଦ୍ରକ ଜିଲା ବନ୍ତ ବ୍ଲକର କେତେକ ସ୍ଥାନରେ ଗଛ ପଡି ଘର ଭାଙ୍ଗିଯାଇଛି। ଆପଣ୍ଡା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ଅଧିନ ବସନ୍ତିଆ ପଞ୍ଚାୟତ…
ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର…