ଆମ ଜିଲା ଖବର

ଜଳିଗଲା ମେଟାଲ୍‌ ବୋଝେଇ ହାଇଓ୍ବା

ଖୁଣ୍ଟୁଣୀ,୧୮।୫(ଡି.ଏନ୍‌.ଏ.): ଖୁଣ୍ଟୁଣୀସ୍ଥିତ ରାଜା ଆଠଗଡ଼ ରେଳ ଷ୍ଟେଶନ ପାର୍ଶ୍ୱ ରେଲଓ୍ବ ସାଇଡିଂ ଉପରେ ସୋମବାର ଏକ ମେଟାଲ ବୋଝେଇ ୧୮ଚକିଆ ହାଇଓ୍ବା ବିଦ୍ୟୁତ୍‌ କରେଣ୍ଟ ଲାଗି ଜଳିଯାଇଛି।…

5 years ago

ମୁକାବିଲା ପାଇଁ ପୋଲିସ ସଜାଗ-ଡିଜିପି

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୧୮।୫-ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟ ସୋମବାର ବାଲେଶ୍ୱର ଓ…

5 years ago

ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ

ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍‌ରେ ବଲାଙ୍ଗୀର ସମେତ ଓଡିଶାର…

5 years ago

ପିପିଲିରେ ଦି୍ବତୀୟ କରୋନା ସଂକ୍ରମିତ ଚିହ୍ନଟ

ପିପିଲି,୧୮।୫(ଡି.ଏନ୍‌.ଏ.): ପିପିଲିରେ ଦ୍ୱିତୀୟ କରୋନା ସଂକ୍ରମିତ ରବିବାର ରାତିରେ ଚିହ୍ନଟ ହୋଇଛନ୍ତି। ସେ ବୀରପୁରୁଷୋତ୍ତମପୁର ପଞ୍ଚାୟତ ଅଞ୍ଚଳର ୨୨ବର୍ଷ ଯୁବକ ହୋଇଥିବାବେଳେ ନିକଟରେ ତାମିଲନାଡୁରୁ ଆସିଥିଲେ। ମେ…

5 years ago

ଆଖଣ୍ଡଳମଣିଙ୍କ ଲଗ୍ନ ମହୋତ୍ସବ ସମ୍ପନ୍ନ

ଆରଡି, ୧୮ା୫ (ଡି.ଏନ.ଏ.)-ଲକଡାଉନ ଯୋଗୁ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରାୟ ୨ ମାସ ହେଲା ବନ୍ଦ ରହିଛି। ଚଳିତ ମାସ ୨୭…

5 years ago

ଗ୍ରୀନଜୋନ୍‌ କନ୍ଧମାଳରେ ୨ ପଜିଟିଭ: ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଫୁଲବାଣୀ ଅଫିସ, ୧୮ା୫- ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ…

5 years ago

କଣ୍ଟେନର ଅଟକାଇ ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଚମ୍ପୁଆ, ୧୮।୫(ଡି.ଏନ.ଏ.)-ଚମ୍ପୁଆ ସୀମାନ୍ତ ଦେଇ ଗତ ରବିବାର ରାତିରେ ଯାଉଥିବା ଏକ କଣ୍ଟେନରକୁ ଚମ୍ପୁଆ ପୋଲିସ ଅଟକାଇବା ସହିତ ସେଥିରେ ଥିବା ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା…

5 years ago

ଚୋରା ମଦ ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୮।୫- ଲକ୍‌ଡାଉନ୍‌ ସମୟରେ ବାଲେଶ୍ୱର ସହର ଏବଂ ଗ୍ରାମାଞ୍ଚଳରେ ଦେଶୀ ମଦର ଚୋରା ବ୍ୟବସାୟ ବଢ଼ି ଚାଲୁଥିବା ବେଳେ ଅବକାରୀ କର୍ମଚାରୀମାନଙ୍କ ମୁଣ୍ଡ ବ୍ୟଥାର କାରଣ…

5 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲା ମଦ, ଜଣେ ଗିରଫ

ଶେରଗଡ଼,୧୮ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର ୧୦୦ ମିଟର ମଧ୍ୟରେ ଧାରା ୧୪୪ ଲାଗୁ ହୋଇଛି। ଏହାସତ୍ତ୍ୱେ ବି ଅନ୍ତେବାସୀଙ୍କ ନିକଟରେ ବାହାର ଜିନିଷ ପହଞ୍ଚୁଥିବା ଦେଖାଯାଉଛି।…

5 years ago

ଧାନ ବିକ୍ରିର ୪ ମାସ ବିତିଲା, ମିଳିନି ଟଙ୍କା

ଛତ୍ରପୁର,୧୮ା୫(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ଅନ୍ତର୍ଗତ ପଦାଦିଗି ଦାମୋଦରପଲ୍ଲୀ ସୋସାଇଟିରେ ଧାନ ବିକ୍ରି କରିବାର ୪ ମାସ ପରେ ବି ଚାଷୀ ଟଙ୍କା ପାଇନାହାନ୍ତି। ଧାନ ବିକ୍ରି କରିବାର ୨୪…

5 years ago