ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ…

5 years ago

ସମ୍ପତ୍ତି ପାଇଁ ବାପାଙ୍କୁ ଆକ୍ରମଣ, ଅଭିଯୁକ୍ତ ପୁଅ ଅଟକ

ଓଡ଼ଗାଁ,୧୩ା୧୨(ସ୍ବ.ପ୍ର.): ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ସାକେରୀ ପଞ୍ଚାୟତର ଗର୍ଜନୀ ଗ୍ରାମରେ ଗୁରୁବାର ସମ୍ପତ୍ତିକୁ ନେଇ ସାନପୁଅ ଆକ୍ରମଣରେ ବୃଦ୍ଧ ବାପା ଗୁରୁତର ହୋଇଛନ୍ତି। ଗୁରୁତର ଉଦୟନାଥ…

5 years ago

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସର ୩ବର୍ଷ ପୂରିଲା: ଆରମ୍ଭ ହୋଇପାରିନି ଡାହୁକା ସେତୁ କାର୍ଯ୍ୟ

ନୟାଗଡ଼ ଅଫିସ,୧୩ା୧୨: ୧୩ ଡିସେମ୍ବର ୨୦୧୬। ଏହି ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଟିଏସ୍‌ ପଡ଼ିଆଠାରେ ନୟାଗଡ଼-ଖଣ୍ଡପଡ଼ା ରାସ୍ତାରେ ଡାହୁକା ସେତୁର ଶିଳାନ୍ୟାସ କରିଥିଲେ। ଗୁରୁବାର ଶିଳାନ୍ୟାସକୁ…

5 years ago

ନିଆଁ ଲାଗି ଧାନଖରି ଭସ୍ମୀଭୂତ

ଟିକ୍ରାପଡା,୧୨ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଯୁରାବନ୍ଧ ପଞ୍ଚାୟତ ଅଧିନ ପଟନିପିଟା ଗ୍ରାମରେ ବୈଶାଖୁ କାଲସାଏଙ୍କ ଖଳାରେ ବୁଧବାର ରାତିରେ ନିଆଁଲାଗି ଧାନ ଖରି ଜଳି…

5 years ago

ବନ୍ଧରେ ବୁଡି ୨ ଶିଶୁ କନ୍ୟା ମୃତ

ସୋନପୁର,୧୨।୧୨(ନି.ପ୍ର.) :ସୁବର୍ଣ୍ଣପୁର ଜିଲା ସୋନପୁର ଥାନା ମିକମୁଣ୍ଡା ଗ୍ରାମ ପୁଟକି ବନ୍ଧରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି…

5 years ago

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ୩ ଶିକ୍ଷାନୁଷ୍ଠାନରେ ସ୍ବତନ୍ତ୍ର ଟିମ୍‌ର ଯାଞ୍ଚ

ଭଦ୍ରକ ଅଫିସ,୧୨।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଷ୍ଟାଇପେଣ୍ଡ ଲୁଟୁଛନ୍ତି। ଏ ସମ୍ପର୍କରେ ଗତ ୨୬ ତାରିଖରେ ପ୍ରଥମେ ଧରିତ୍ରୀରେ…

5 years ago

ଛେଣ୍ଡିପଦାରେ ଏକ ଏକର ଜାଗାରେ ଲାଗିଥିଲା ଗଞ୍ଜେଇ, ୩୪ଶହରୁ ଅଧିକ ଗଛ ନଷ୍ଟ କଲା ବିଭାଗ

ଛେଣ୍ଡିପଦା,୧୨।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ ନୂଆତଇଲା ଗ୍ରାମ ନିକଟରେ ଗୁରୁବାର ଅବକାରୀ ବିଭାଗ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଛି।…

5 years ago

ଭିଜିଲାନ୍ସ ଜାଲରେ ଏସ୍‌ଆଇ

କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍‌ ଟ୍ରାନ୍ସପୋର୍ଟ ଫିଟର୍‌ ଏସ୍‌ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଜନ୍ମେଜୟଙ୍କ…

5 years ago

ଦୋକାନରୁ ୧୦ ଲକ୍ଷ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

ଝାରସୁଗୁଡା ଅଫିସ/ଲଖନପୁର,୧୨।୧୯(ଡି.ଏନ.ଏ):ଦିନ ଦ୍ବିପ୍ରହରରେ ଝାରସୁଗୁଡା ବାଇପାଶ ରାସ୍ତାରେ ଥିବା ଶ୍ରୀୟା ଟ୍ରେଡସ ନାମକ ଏକ ହୋଲସେଲ ଦୋକାନରୁ ୧୦ ଲକ୍ଷ ଟଙ୍କା ଲୁଟ୍‌ କରିନେଇଛନ୍ତି। ଗୁରୁବାର ଖରାବେଳେ…

5 years ago

ବେଆଇନ ବାଲିଗାଡି ଚଳାଚଳକୁ ବିରୋଧ: ପ୍ରତିବାଦରେ ଧାରଣା ଦେଲେ ଗ୍ରାମବାସୀ

ଆନନ୍ଦପୁର,୧୨।୧୨(ସ୍ବ.ପ୍ର): ବେଆଇନ ଭାବେ ସିଂଡୋଭ ଗ୍ରାମ ରାସ୍ତାରେ ବାଲିଗାଡି ଚଳାଚଳକୁ ବିରୋଧ କରି ଗ୍ରାମବାସୀ ଗୁରୁବାର ଗ୍ରାମ ରାସ୍ତାରେ ଧାରଣା ଦେଇଛନ୍ତି। ଆନନ୍ଦପୁର ଥାନା ଅଧୀନ ସିଂଡୋଭ…

5 years ago