ଆମ ଜିଲା ଖବର

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ରାସ୍ତାରୋକୋ

କୋକସରା,୧।୧(ଡି.ଏନ୍‌.ଏ.):କଳାହଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ମଣ୍ଡିରେ ଧାନକିଣା ପ୍ରକ୍ରିୟାରେ ଅଚଳାବସ୍ତା ଯୋଗୁ ଚାଷୀମାନେ ବିଭିନ୍ନ ସମୟରେ ଆନ୍ଦୋଳନ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ମଙ୍ଗଳବାର…

5 years ago

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଗ୍ରହଣ: ଫଳାଫଳ ଘୋଷଣା ଉପରେ ରହିତାଦେଶ

କର୍ଲାମୁଣ୍ଡା, ୧ା୧ (ଡି.ଏନ.ଏ.) - କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ପୂର୍ବ କାର୍ଯ୍ୟସୂଚୀ…

5 years ago

ଜିରୋ ନାଇଟ୍‌ ସେଲିବ୍ରେଶନ: ବାଣ, ଡିଜେରେ କମ୍ପିଲା ସହର

ଅନୁଗୋଳ ଅଫିସ, ୧।୧- ସମସ୍ତେ ଅପେକ୍ଷା କରିଥିଲେ ଘଣ୍ଟାକୁ। ଘଣ୍ଟା କଣ୍ଟା, ମିନିଟ୍‌ କଣ୍ଟା, ସେକେଣ୍ଡ କଣ୍ଟା ମଧ୍ୟରାତ୍ର ୧୨ରେ ମିଶିବା କ୍ଷଣି ଉତ୍କଣ୍ଠାର ଅବସାନ ହେଲା।…

5 years ago

ଜାତୀୟ ଉସୁ: ଦିବ୍ୟମୋହନଙ୍କୁ ରୌପ୍ୟ

ଅନୁଗୋଳ ଅଫିସ, ୧।୧ - ଜମ୍ମୁରେ ଅନୁଷ୍ଠିତ ୨୮ତମ ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍‌-୨୦୧୯ରେ ରୌପ୍ୟ ପଦକ ଜିତି ଗୌରବ ଆଣିଛନ୍ତି ଅନୁଗୋଳ ଜିଲା କଣିହଁା ତେଲିସିଂହା…

5 years ago

ରାସ୍ତା ନାହିଁ, ଅଟକିଲା ଆମ୍ବୁଲାନ୍ସ: ଖଟିଆରେ ୨ କି.ମି. ବୁହାହେଲେ ବୃଦ୍ଧ

ପରଜଙ୍ଗ, ୧।୧ (ଡି.ଏନ.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଂହା ଥାନା ରଘୁଆବିଲି ଗ୍ରାମରେ ପଦାକୁ ଆସିଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ଗାଁକୁ ରାସ୍ତା ନ…

5 years ago

ପ୍ରତିଭା ସମ୍ମାନ, ସ୍ବାଗତମ୍‌-୨୦୨୦ ଉଦ୍‌ଯାପିତ: କଳାକାର ସୃଷ୍ଟିରେ ଜିଲା ସ୍ବତନ୍ତ୍ର

ଢେଙ୍କାନାଳ ଅଫିସ, ୧।୧- ଢେଙ୍କାନାଳ କଳା ସଂସ୍କୃତିର ମାଟି। ଏଠାରେ ବର୍ଷତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ନଭେମ୍ବରଠାରୁ ଅଦ୍ୟାବଧି ସହରରେ ନିୟମିତ ବିଭିନ୍ନ ସମାରୋହ…

5 years ago

କାର ସହ ଗଞ୍ଜେଇ ଜବତ, ଜଣେ ଗିରଫ

ଫିରିଙ୍ଗିଆ, ୧ା୧- ଫିରିଙ୍ଗିଆ ଥାନା ପୋଲିସ ସ୍ଥାନୀୟ ସିମିଳି ସାହିରେ ଚଢ଼ାଉ କରି ଏକ କାର ସହ ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ଜଣେ…

5 years ago

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୧ା୧ -ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ…

5 years ago

ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ

ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ ଧରି…

5 years ago

ନୂଆବର୍ଷରେ ଫୁଲତୋଡ଼ା ବଦଳରେ ବହି ଦିଅ: ଜିଲାପାଳ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ବୁଧବାର ନୂତନ ବର୍ଷ ୨୦୨୦ ଆରମ୍ଭ ହେବ। ସାଧାରଣତଃ ଗ୍ରୀଟିଙ୍ଗସ୍‌ କାର୍ଡ, ଫୁଲ ତୋଡ଼ା ଓ ବିଭିନ୍ନ ଉପହାର ଦେଇ ନୂତନବର୍ଷର ଶୁଭେଚ୍ଛା ଜଣାଯାଏ। ତେବେ ଚଳିତଥର…

5 years ago