ଆମ ଜିଲା ଖବର

ଛତ୍ରପୁର ମହୋତ୍ସବ ଉଦ୍‌ଯାପିତ

ଛତ୍ରପୁର୯ା୧୨(ଡି.ଏନ୍‌.ଏ.)-ଗତ ୫ଦିନ ଧରି ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ଛତ୍ରପୁର ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

5 years ago

ଅନିଶ୍ଚିତତାରେ ସିଟି ବସ୍‌ଷ୍ଟାଣ୍ଡ ପୁନଃ ନିର୍ମାଣ

ବ୍ରହ୍ମପୁର ଅଫିସ,୯ା୧୨-ବ୍ରହ୍ମପୁର ସିଟି ବସଷ୍ଟାଣ୍ଡର ମରାମତି ତଥା ପୁନଃନିର୍ମାଣ କାର୍ଯ୍ୟକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗତ ୨୬ ତାରିଖରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ…

5 years ago

ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ହତ୍ୟା ଉଦ୍ୟମ: ଜେଲ ଗଲେ ଓଏପିଏଫ୍‌ କନ୍‌ଷ୍ଟେବଳ

ବ୍ରହ୍ମପୁର ଅଫିସ,୯ା୧୨-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ବଳପୂର୍ବକ ଗର୍ଭପାତ କରାଇବା ଓ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜଣେ ଓଏପିଏଫ କନ୍‌ଷ୍ଟେବଳଙ୍କୁ ବ୍ରହ୍ମପୁର ମହିଳା ଥାନା…

5 years ago

ପାଟପୁରରେ ପୁଣି ଲଜ୍ୟା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ; ଗ୍ରାମର ମୁଖିଆ ଅଟକ

ପାଟପୁର,୯ା୧୨- ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଏକ ଗାଁରେ ଜଣେ ୬ ବର୍ଷୀୟା ବାଳିକାଙ୍କୁୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ପାଟପୁର…

5 years ago

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ

ବ୍ରହ୍ମପୁର ଅଫିସ୍‌,୯ା୧୨-ଖୁବ୍‌ କମ୍‌ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ…

5 years ago

ଘର ମିଳୁନାହିଁ, ଝାଟି ମାଟି ଘର ସାହା

କେନ୍ଦୁଝର, ୯ା୧୨(ସ୍ବ.ପ୍ର.)-ସରକାର ବିଭିନ୍ନ ଯୋଜନାରେ ଗରିବ ଲୋକଙ୍କୁ ବିଶେଷ କରି ଗୃହହୀନ ଆଦିବାସୀଙ୍କୁ ମାଗଣାରେ ଘର ଯୋଗାଇଦେଉଥିବା ବେଳେ ସଦର ବ୍ଲକ ଯୋଗୀମଠ ମୁଣ୍ଡା ସାହିରେ ବହୁ…

5 years ago

ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା

ଘସିପୁରା, ୯।୧୨ (ଡି.ଏନ.ଏ.)-କେନ୍ଦୁଝରର ଭାତ ହାଣ୍ଡି ଭାବେ ପରିଚିତ ଆନନ୍ଦପୁର କୃଷି ଜିଲାରେ ଚଳିତ ଖରିଫ ଋତୁରେ ଚାଷୀ ମାନଙ୍କ ଧାନ ଫସଲ ଅମଳ କାର୍ଯ୍ୟ ପ୍ରାୟତଃ…

5 years ago

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର ୨୬…

5 years ago

ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା : ଆଉ ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର,୯ା୧୨(ଡି.ଏନ୍‌.ଏ.): ଗତ ସପ୍ତାହ ତଳେ ରାଇରଙ୍ଗପୁର ଅଞ୍ଚଳର ଏକ କଲେଜର ଜଣେ ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଟାଉନଥାନା ପୋଲିସ…

5 years ago

ଅପହୃତା ନାବାଳିକା ଉଦ୍ଧାର

ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଉକ୍ତ…

5 years ago