ଆମ ଜିଲା ଖବର

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ…

5 years ago

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା…

5 years ago

ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ

ବ୍ରହ୍ମଗିରି, ୮ା୧୨(ଡି.ଏନ୍‌.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ…

5 years ago

ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍‌ ନାରଦୀୟ…

5 years ago

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ…

5 years ago

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର…

5 years ago

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଲାପ୍‌ଟପ…

5 years ago

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ…

5 years ago

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ -  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି। ଅପରାହ୍ନରେ…

5 years ago

ରୋଗୀଙ୍କ ସହ ଫୋନ୍‌ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍‌ରେ କଥା ହୋଇଥିଲେ।…

5 years ago