ଆମ ଜିଲା ଖବର

ଧାନ କାଟିବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର

ଖଇରା, ୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ପଳସା ପଞ୍ଚାୟତ ଅଧୀନ ନଛିପୁର ଗ୍ରାମକୁ ଧାନ କାଟିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି…

5 years ago

ସିଲ୍‌ ଖୋଲି କାଠଡିପୋରେ ଯାଞ୍ଚ

ଭଦ୍ରକ ଅଫିସ, ୭।୧୨- ଭଦ୍ରକ ଜିଲା ବନ ବିଭାଗ ପକ୍ଷରୁ ଶନିବାର ଭଦ୍ରକ ସହରର ସାମରାଇପୁରରେ ଥିବା ସରକାରୀ ଲକ୍ଷ୍ମୀନାରାୟଣ କାଠଡିପୋର ସିଲ୍‌ ଖୋଲି ଷ୍ଟକ ଯାଞ୍ଚ…

5 years ago

୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ

ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍‌ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ କରିଛି।…

5 years ago

ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ: ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ିଲେନି ପରିବାର ଲୋକେ

ସିମୁଳିଆ,୭।୧୨(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମକ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟା…

5 years ago

ସାନଭାଇ ଆତ୍ମହତ୍ୟା କରୁଥିବା ଦେଖି ମଧ୍ୟ ବଞ୍ଚାଇ ପାରିଲେନି ବଡ଼ଭାଇ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ। ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର…

5 years ago

କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ - ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି…

5 years ago

ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି।…

5 years ago

ମତ୍ସ୍ୟ ବିଭାଗ ସଚିବଙ୍କ ବରଗଡ଼ ଗସ୍ତ: ଅଧିକାରୀଙ୍କୁ କଲେ ତାଗିଦ

ଅତାବିରା,୬।୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର କମିଶନର ତଥା ସଚିବ ଆର୍‌. ରଘୁ ପ୍ରସାଦ ଶନିବାର ବରଗଡ଼ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି।…

5 years ago

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା

କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।…

5 years ago

ବିଳମ୍ବରେ ଆସିଲା ଶୀତ: ପନିପରିବା ଚାଷ ପ୍ରଭାବିତ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳକୁ ଚଳିତ ବର୍ଷ ବିଳମ୍ବରେ ଶୀତ ଆସିଛି। ଗତ ମଙ୍ଗଳବାରଠାରୁ ଏଠାରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ଦିନବେଳା ତାପମାତ୍ରା…

5 years ago