ଆମ ଜିଲା ଖବର

ପଛପଟୁ ପିଟିଲା ୧୦ ଚକିଆ ଟ୍ରକ୍‌, ବାଇକ୍‌ ଆରୋହୀ ମୃତ

ଢେଙ୍କିକୋଟ, ୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ନଂ ଜାତୀୟ ରାଜପଥ ଗୋପାଳପୁର ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଦଶଚକିଆ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା…

5 years ago

ବ୍ରିଜ୍‌ ତଳକୁ ଖସିପଡିଲା ଇନୋଭା, ଜଣଙ୍କ ଜୀବନ ଗଲା

ରାୟଗଡା ଅଫିସ, ୫।୧୨: ରାୟଗଡା ଜିଲା ରାଫକଣା ବ୍ରିଜ ଉପରେ ଇନୋଭା କାର ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ଜଣେ ଯୁବତୀଙ୍କ ମୃତ୍ୟୁ ହେବାସହ ୨ଜଣ…

5 years ago

ହାଇକୋର୍ଟକୁ ସ୍ଥାନାନ୍ତର ହେବ ସ୍ୟାଟ୍‌ ମାମଲା

କଟକ ଅଫିସ,୫।୧୨: ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଉଚ୍ଛେଦ ପ୍ରକ୍ରିୟା ଆଉ ପାଦେ ଆଗେଇଛି। କଟକ, ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର ବେଞ୍ଚରେ ପଡ଼ି ରହିଥିବା ମାମଲାକୁ ହାଇକୋର୍ଟକୁ ସ୍ଥାନାନ୍ତର…

5 years ago

ମହିଳାରୋଗୀଙ୍କୁ ଓ୍ବାଡେନ୍‌ ଇଞ୍ଜେକ୍ସନ ଦେବା ଘଟଣା: ଚାକିରିରୁ ବିଦା ହେଲେ, ନର୍ସଙ୍କୁ ସୋ-କଜ୍‌ ନୋଟିସ୍‌

ଢେଙ୍କାନାଳ ଅଫିସ,୫।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ମହିଳା ରୋଗୀଙ୍କୁ ଓ୍ବାଡେନ୍‌ ଇଞ୍ଜେକ୍ସନ ଦେଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ଗୁରୁବାର…

5 years ago

୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ

ଜୟପୁର,୫।୧୨(ଡି.ଏନ.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ…

5 years ago

ପିକ୍‌ଅପ୍‌ ଧକ୍କାରେ ଛାତ୍ରୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୫।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିନ ଗଡ଼ପଳାଶୁଣି-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତା ଏକ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳେ ଏକ ପିକଅପ…

5 years ago

୧୪ ଜଣ ଚାଷୀଙ୍କୁ ମୃତ୍ତିକା କାର୍ଡ

ଅନୁଗୋଳ ଅଫିସ୍‌, ୫।୧୨: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମୃତ୍ତିକା ଦିବସ ପାଳନ କରାଯାଇଛି। ଏହି ଅବସରରେ ଜିଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୪…

5 years ago

ଆବର୍ଜନା ଦିଅ, ମାଗଣାରେ ଜଳଖିଆ ଖାଅ

ପୁରୀ ଅଫିସ, ୫ା୧୨: ଚନ୍ଦ୍ରଭାଗାରେ ଚାଲିଛି ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ। ଏଥିରେ ଦେଶ ବିଦେଶର ବାଲୁକା ଶିଳ୍ପୀ ଭାଗ ନେଇଛନ୍ତି। ଏହି ମହୋତ୍ସବ ଦେଖିବାକୁ ପ୍ରତ୍ୟହ…

5 years ago

ମାଟି ମା’ର ସୁରକ୍ଷା ଉପରେ ଗୁରୁତ୍ୱ

କେନ୍ଦୁଝର, ୫।୧୨(ସ୍ବ.ପ୍ର.): ସ୍ଥାନୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲା କୃଷି ଅଧିକାରୀ ଚିତ ରଞ୍ଜନ ସାହୁଙ୍କ…

5 years ago

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ…

5 years ago