ଆମ ଜିଲା ଖବର

ମାଷ୍ଟର ମାଇଣ୍ଡଙ୍କ ସମେତ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ/ଦିଗପହଣ୍ଡି, ୫ା୧୨(ଡି.ଏନ.ଏ.)-ବ୍ରହ୍ମପୁର ଅବକାରୀ ବିଭାଗ ଷ୍ଟ୍ରାଇକିଂ ଫୋର୍ସ ଓ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା-ଭୀଷ୍ମଗିରି ଛକ କପିଳେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ…

5 years ago

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୫ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି…

5 years ago

ଓଡ଼ିଶା ବାସ୍କେଟବଲ୍‌ ଦଳରେ ଗଞ୍ଜାମର ୩ ଝିଅ

ବ୍ରହ୍ମପୁର ଅଫିସ୍‌,୫ା୧୨: ମହାରାଷ୍ଟ୍ରର ସତ୍‌ରାରେ ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ୬୫ତମ ଜାତୀୟ ସ୍କୁଲ ଗେମ୍‌ସ(୧୭ବର୍ଷରୁ କମ୍‌) ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଭାଗନେବା ପାଇଁ…

5 years ago

ମୁକୁଳିଲେ ୪୨ ନିର୍ଯାତିତ ଦାଦନ: ଖାଦ୍ୟ କି ଦରମା ମିଳୁ ନ ଥିଲା

ବ୍ରହ୍ମପୁର ଅଫିସ୍‌,୫ା୧୨-କର୍ନାଟକରେ ୩ ମାସ ହେଲା ଦରମା କିମ୍ବା ଖାଦ୍ୟ ନ ପାଇ ନିର୍ଯାତିତ ହେଉଥିବା ୪୨ ଶ୍ରମିକ ନିଜସ୍ବ ଉଦ୍ୟମରେ ଘରକୁ ଫେରିଛନ୍ତି। ମଙ୍ଗଳବାର ରାତିରେ…

5 years ago

୨ ବର୍ଷ ପରେ ବି ଚାଷୀଙ୍କୁ ମିଳିନି ଗଭୀର ନଳକୂପ

ଚମ୍ପୁଆ, ୫ା୧୨(ଡି.ଏନ.ଏ)- ଚମ୍ପୁଆ ଉଠାଜଳସେଚନ ବିଭାଗରେ ଦୁଇ ବର୍ଷ ତଳୁ ଗଭୀର ନଳକୂପ ପାଇଁ ଆବେଦନ କରିଥିବା ଚାଷୀମାନେ ବର୍ତ୍ତମାନ ସୁଦ୍ଧା ନଳକୂପ ପାଇ ନ ଥିବା…

5 years ago

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି ବୈତରଣୀକୁ…

5 years ago

ଭୁଲ୍‌ ଇଞ୍ଜେକସନ ନେଲା ଛାତ୍ରୀଙ୍କ ଜୀବନ

ବାସୁଦେବପୁର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ବଜାରରେ ଥିବା ଏକ କ୍ଲିନିକରେ ଭୁଲ୍‌ ଇଞ୍ଜେକସନ ନେଇ ଛାତ୍ରୀ ପ୍ରିୟଙ୍କା ବେହେରା(୧୧)ଙ୍କ ବୁଧବାର ରାତିରେ…

5 years ago

ନାବାଳିକାଙ୍କୁ ବଳାତ୍କାର ସାଙ୍ଗକୁ ବ୍ଲାକମେଲିଂ: ଜାଲ ବିଛାଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୩ ମାସ ଧରି ବଳାତ୍କାର କରାଯିବା ଘଟଣା ପଦାକୁ ଆସିଛି।…

5 years ago

ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ ମହାନ୍ତ।…

5 years ago

ଅସଦାଚରଣ ଅଭିଯୋଗର ନିରପେକ୍ଷ ତଦନ୍ତ ଦାବି: ଥାନା ଆଗରେ ଛାତ୍ରୀଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ରାଇରଙ୍ଗପୁର,୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା କଲେଜ ଛାତ୍ରୀ ଟ୍ୟୁଶନ ଯାଇଥିବାବେଳେ ମଙ୍ଗଳବାର ଜଣେ କମ୍ପ୍ୟୁଟର ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ରାଇରଙ୍ଗପୁର…

5 years ago