ଆମ ଜିଲା ଖବର

ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ କରାଯାଇଛି।…

5 years ago

ଅଯୋଗ୍ୟଙ୍କୁ କାଟିବା, ଯୋଗ୍ୟଙ୍କୁ ସହାୟତା ଦାବିରେ ତହସିଲ ସମ୍ମୁଖରେ ଧାରଣା

କଣ୍ଟାପଡା,୪।୧୨(ଡି.ଏନ୍‌.ଏ.): ବାତ୍ୟା ଫନୀରେ ଆଦୌ ଘର ନ ଭାଙ୍ଗି ଚଞ୍ଚକତା କରି ସରକାରୀ ସହାୟତା ନେଇଥିବା ଅଯୋଗ୍ୟ ହିତାଧିକାରୀଙ୍କଠାରୁ ସହାୟତା ଅର୍ଥ ଫେରାଇଆଣି ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ…

5 years ago

ଯୁବକଙ୍କ ଗଳା କାଟି ହତ୍ୟା ଘଟଣା: ଅଭିଯୁକ୍ତ ଚିହ୍ନଟ, ଧରିବାକୁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୪।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତିରେ ଅନିଲ ପଣ୍ଡା (୧୮)ଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ରେଲ୍‌ଓ୍ବେ ପୋଲିସ…

5 years ago

ଆକ୍ରୋଶମୂଳକ ଗିରଫଦାରି ବିରୋଧରେ ଥାନା ସମ୍ମୁଖରେ ଭାଜପାର ପ୍ରତିବାଦ

ବିଞ୍ଝାରପୁର,୪।୧୨(ଡି.ଏନ୍‌.ଏ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତରେ ଗତ ସାଧାରଣ ନିର୍ବାଚନ ପରଠାରୁ ରାଜନୈତିକ ଛକାପଞ୍ଝା ଲାଗି ରହିଆସୁଥିଲା। ସୋମବାର ସାରେ ଏହା ଉଗ୍ରରୂପ ଧାରଣ…

5 years ago

ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର କୃଷିକ୍ଷେତ୍ର ପରିଦର୍ଶନ

ସାକ୍ଷୀଗୋପାଳ, ୪।୧୨(ଡି.ଏନ୍‌.ଏ): ପୁରୀ ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର ନଂ.୨ ସଦସ୍ୟବୃନ୍ଦ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଦୁଗଲ, ଶ୍ରୀରାମଚନ୍ଦ୍ରପୁର ଓ ବୀରରାମଚନ୍ଦ୍ରପୁର ପଞ୍ଚାୟତ କୃଷିକ୍ଷେତ୍ର ବୁଧବାର ପରିଦର୍ଶନ…

5 years ago

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି ଉକ୍ତ…

5 years ago

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଏମିତି: ରୋଗୀଙ୍କୁ ଇଞ୍ଜେକ୍‌ଶନ ଦେଉଛନ୍ତି କର୍ମଚାରୀ, ଭିଡିଓ ଭାଇରାଲ

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ଓ୍ବାର୍ଡରେ ଜଣେ ମହିଳା ରୋଗୀଙ୍କୁ ଚିକିତ୍ସାଳୟର ଜଣେ ମହିଳା କର୍ମଚାରୀ ଇଞ୍ଜେକ୍‌ଶନ ଦେଉଥିବାର ଏକ ଭିଡିଓ ସୋସିଆଲ…

5 years ago

ସୁନାରେ ଖାଦ ମିଶୁଥିବା କଥାକୁ ଖଣ୍ଡନ କଲା ରାଜ୍ୟ ଜୁଏଲେରୀ ସଂଘ

କଟକ ଅଫିସ,୪।୧୨: ରାଜ୍ୟର ଛୋଟରୁ ବଡ଼ ସୁନା ଦୋକାନୀମାନେ ଗ୍ରାହକଙ୍କୁ ଠକୁଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ପରେ ଏହାକୁ ଖଣ୍ଡନ କରିଛି ରାଜ୍ୟ ଜୁଏଲେରୀ ସଂଘ।…

5 years ago

କମେଣ୍ଟ ମାରି ବିଚ୍‌ ରାସ୍ତାରେ ଯୁବତୀଙ୍କଠାରୁ ଛେଚା ଖାଇଲେ ଯୁବକ, ଭିଡିଓ ଭାଇରାଲ

ଜୟପୁର,୪।୧୨(ଡି.ଏନ୍‌.ଏ.): ବିଚ୍‌ ରାସ୍ତାରେ କମେଣ୍ଟ ମାରୁଥିବା ରୋଡ୍‌ ରୋମିଓଙ୍କୁ ଚାପୁଡ଼ା ମାରିଲେ ଯୁବତୀ। କୋରାପୁଟ ଜିଲା ଜୟପୁର ଜୟନଗରସ୍ଥିତ ଶିଶୁ ପାର୍କ ନିକଟରେ ଘଟିଥିବା ଏପରି କିଛି…

5 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଏସ୍‌ସିବି ମେଡିକାଲର ବରିଷ୍ଠ ଷ୍ଟେନୋଗ୍ରାଫରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କଟକ ଅଫିସ,୪।୧୨: କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ ଷ୍ଟେନୋଗ୍ରାଫର ପ୍ରମୋଦ କୁମାର ବସନ୍ତରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ…

5 years ago